www.samajalive.in
Monday, December 15, 2025
14.1 C
Bhubaneswar

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୬୬୨ଟି ଆଦର୍ଶ ମତଦାନ କେନ୍ଦ୍ର

ଡେସ୍କ: ଆସନ୍ତା ୧୩ରେ ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୭ହଜାର ୩୦୩ଟି ମତଦାନ କେନ୍ଦ୍ର ହୋଇଥିବା ବେଳେ ୭୪୮ଟି ସହରାଞ୍ଚଳ ଓ ୬ ହଜାର ୫୫୫ଟି ଗ୍ରାମାଞ୍ଚଳରେ ରହିଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ମତଦାତା ସଂଖ୍ୟା ହିସାବରେ କୋରାପୁଟ ସଂସଦୀୟ କ୍ଷେତ୍ରରେ ସର୍ବନିମ୍ନ ୧୪ ଲକ୍ଷ ୮୦ ହଜାର ୯୨୨ ଜଣ ମତଦାତା ଓ କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୧୭ ଲକ୍ଷ ୭୮୦ ଜଣ ମତଦାତା ରହିଛନ୍ତି । ବିଧାନସଭା କ୍ଷେତ୍ରଗୁଡ଼ିକ ମଧ୍ୟରେ ଲକ୍ଷ୍ମୀପୁରରେ ସର୍ବନିମ୍ନ ୧ ଲକ୍ଷ ୭୩ ହଜାର ୭୨୧ ଜଣ ଓ ଧର୍ମଗଡ଼ରେ ସର୍ବାଧିକ ୨ ଲକ୍ଷ ୬୧ ହଜାର ୭୦୮ ଜଣ ମତଦାତା ରହିଛନ୍ତି। ଏହି ଚତୁର୍ଥ ପର୍ଯ୍ୟାୟରେ ସାମଗ୍ରିକ ଭାବରେ ୩୯ ହଜାର ୯୯୫ ଜଣ ୮୫ ବର୍ଷରୁ ଉର୍ଦ୍ଧ୍ୱ ମତଦାତା, ୧ ହଜାର ୨୯୪ ଜଣ ୧୦୦ ବର୍ଷ ବୟସରୁ ଊର୍ଦ୍ଧ୍ୱ ମତଦାତା, ୩୧ ଜଣ ପ୍ରବାସୀ ମତଦାତା ଓ ୬ ହଜାର ୨୯୬ ଜଣ ସର୍ଭିସ୍ ଭୋଟର ରହିଛନ୍ତି।

ପ୍ରସ୍ତୁତି ଚୂଡାନ୍ତ, ମେ’ ୧୩ ସୋମବାର ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ

- Advertisement -

ସୂଚନା ମୁତାବକ, ଏହି ପର୍ଯ୍ୟାୟରେ ମୋଟ ୬୬୨ଟି ଆଦର୍ଶ ମତଦାନ କେନ୍ଦ୍ର ସ୍ଥାପନ କରାଯାଇଥିବା ବେଳେ ପ୍ରାୟ ୫୩ ହଜାର ଜଣ ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି। ତେବେ ୭ ହଜାର ୩୦୩ଟି ବୁଥ ମଧ୍ୟରୁ ପ୍ରାୟ ୬୦% ବୁଥରେ ନିର୍ବାଚନ ଦିନ ୱେବ୍‌ କାଷ୍ଟିଙ୍ଗ କରାଯିବ ବୋଲି ଜଣାପଡିଛି।

ପ୍ରଧାନମନ୍ତ୍ରୀଙ୍କ ଚାଲେଞ୍ଜର ଜବାବ ଦେଲେ ପାଣ୍ଡିଆନ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories