www.samajalive.in
Wednesday, December 10, 2025
14.1 C
Bhubaneswar

ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ସର୍ବାଧିକ ୩୦ ମୃତ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ଆଉ ୬୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୦ ଜଣ ରହିଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୪୪୫କୁ ବୃଦ୍ଧିପାଇଛି । ଏହି ସମୟ ମଧ୍ୟରେ ପୁରୀ ଜିଲାରୁ ଦ୍ୱିତୀୟ ସର୍ବାଧିକ ୧୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

ରାଜ୍ୟରେ ଅନୁଗୁଳ ଜିଲାରାୁ ୮ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲାରୁ ମୃତ୍ୟୁ ଘଟିଥିବା ୩୦ ଜଣଙ୍କ ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୨୫ ଜଣ ମୃତକ ରହିଥିବା ଜଣାଯାଇଛି । ସେହିଭଳି ଗଞ୍ଜାମ, ଜଗତସିଂହପୁର ଓ କନ୍ଧମାଳରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । କେନ୍ଦୁଝର ଜିଲାରୁ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କର ପ୍ରାଣହାନି ଘଟିଛି । ସେହିଭଳି ମୟୁରଭଞ୍ଜ ଜିଲାରୁ ୭ ଜଣ, ମାଲକାନଗିରି ଓ ନୂଆପଡାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories