www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୭ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେହିଭଳି ସୁନ୍ଦରଗଡରୁ ୧୧ ଓ କଟକ ଜିଲାରୁ ୧୦ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୦୩୩କୁ ବୃଦ୍ଧିପାଇଛି।
ମୃତକଙ୍କ ମଧ୍ୟରେ ପୁରୀ ଜିଲାରୁ ୬, ଢେଙ୍କାନାଳ ୫, ଗଞ୍ଜାମ ୪ ଓ ଜଗତସିଂହପୁର ଜିଲାରୁ ୪ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ବାଲେଶ୍ୱର, ଝାରସୁଗୁଡା, କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ରାଜ୍ୟର ବରଗଡ, ଯାଜପୁର, କେନ୍ଦୁଝରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories