www.samajalive.in
Tuesday, December 9, 2025
16.1 C
Bhubaneswar

ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। କଟକରୁ ସର୍ବାଧିକ ୧୭ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି ଜଗତସିଂହପୁର ଜିଲାରେ ୧୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏଥିସହିତ ଢେଙ୍କାନାଳରେ ୯, ଖୋର୍ଦ୍ଧାରେ ୮ ଓ ଯାଜପୁରରେ ୬ ଜଣଙ୍କର ମୃତ୍ୟୁ ଘଟିଛି। କେନ୍ଦ୍ରାପଡା ଜିଲାରେ ୪, ବାଲେଶ୍ୱରରେ ୩ ଓ ପୁରୀରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଦିନକ ମଧ୍ୟରେ ଭଦ୍ରକ, ଝାରସୁଗୁଡା, କେନ୍ଦୁଝର ଓ ରାୟଗଡା ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ୭୪୨୬କୁ ବୃଦ୍ଧିପାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories