ଦିନକରେ କରୋନାରେ ରାଜ୍ୟରେ ୬୯ ମୃତ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୩ ଜଣଙ୍କର ପ୍ରାଣହାନି ଘଟିଛି। ଏଥିସହିତ କଟକରୁ ୯, ପୁରୀ ୭, କେନ୍ଦ୍ରାପଡା ୬, ଜଗତସିଂହପୁର ଏବଂ ମୟୁରଭଞ୍ଜରେ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି।
Comments are closed.