ଲୋକସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ – ନିର୍ବାଚନ ଲଢ଼ିବେ ୬୯୫ ପ୍ରାର୍ଥୀ

ଡେସ୍କ: ୨୦୨୪ ଲୋକସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୬୯୫ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବେ। ୨୦୨୪ ଲୋକସଭା ନିର୍ବାଚନ ପାଇଁ ପଞ୍ଚମ ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ସଂସଦୀୟ ଆସନ ପାଇଁ ମୋଟ ୧ ହଜାର ୫୮୬ଟି ନାମାଙ୍କନ ପତ୍ର ଦାଖଲ କରାଯାଇଥିଲା। ସମସ୍ତ ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ପଞ୍ଚମ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲର … Continue reading ଲୋକସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ – ନିର୍ବାଚନ ଲଢ଼ିବେ ୬୯୫ ପ୍ରାର୍ଥୀ