www.samajalive.in
Friday, December 5, 2025
19.1 C
Bhubaneswar

ରାଜ୍ୟରେ ଦିନକରେ ଆଉ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୪୦୧ ଓ ସ୍ଥାନୀୟ ସଂକ୍ରମିତ ୨୯୪ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୮୩ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ ଜିଲାରେ ୬, ବାଲେଶ୍ୱର ୩୦, ଭଦ୍ରକ ୧୩ ଓ କଟକରେ ୯୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ଦେବଗଡ ଜିଲାରେ ୧, ଢେଙ୍କାନାଳ ୪, ଗଜପତି ୨, ଗଞ୍ଜାମ ୨, ଜଗତସିଂହପୁରରେ ୨୫ ଜଣ ଚିହ୍ନଟ ହୋଇଛନ୍ତି। ଯାଜପୁରରେ ୩୯, ଝାରସୁଗୁଡାରେ ୬, କଳାହାଣ୍ଡି ୨, କନ୍ଧମାଳ ୧, କେନ୍ଦ୍ରାପଡାରେ ୮ ଓ କେନ୍ଦୁଝରରେ ଜଣେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ୩୨୩, ମାଲକାନଗିରି ୪, ମୟୁରଭଞ୍ଜ ୧୮, ନବରଙ୍ଗପୁର ୧, ନୟାଗଡ ୩, ପୁରୀ ୧୮ ଓ ରାୟଗଡାରେ ୭ ଚିହ୍ନଟ ହୋଇଛନ୍ତି। ସମ୍ବଲପୁର ଜିଲାରେ ୮, ସୋନପୁର ୨, ସୁନ୍ଦରଗଡ ୫ ଓ ଷ୍ଟେଟପୁଲରୁ ୭୬ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୭୧୯ ସୁସ୍ଥ ହୋଇଥିବାବେଳେ ସଂପ୍ରତି ୫୮୭୬ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories