www.samajalive.in
Sunday, December 14, 2025
23.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଡକ୍ଟର ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ..

ଲକ୍ଷ୍ନୌ ଜେଲରେ ଏଚଆଇଭି ସଂକ୍ରମିତ କଏଦୀଙ୍କ ସଂଖ୍ୟା ବଢାଇଲା ଚିନ୍ତା.. ୩୬ରୁ ବୃଦ୍ଧି ପାଇ ୬୩ ଛୁଇଁଲା..

- Advertisement -

ଆସିଲା ନୂଆ ନିର୍ଦ୍ଦେଶାବଳୀ, ଏଣିକି ରାଲିରେ ନାବାଳକ ନଜର ଆସିଲେ କଡା କାର୍ଯ୍ୟାନୁଷ୍ଠାନ..

ବହୁମତ ପ୍ରମାଣିତ କଲେ ଚମ୍ପାଇ ସୋରେନ.. ସରକାରଙ୍କ ସମର୍ଥନରେ ୪୭ ଭୋଟ.. ବିପକ୍ଷରେ ପଡିଲା ମାତ୍ର ୨୯ ଭୋଟ..

ଜେଲରୁ ଆସି ଆସ୍ଥା ଭୋଟରେ ସାମିଲ ହେଲେ ହେମନ୍ତ ସୋରେନ..

ବିଶାଖାପାଟଣା ଟେଷ୍ଟରେ ଜିତିଲା ଭାରତ.. ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡକୁ ୧୦୬ ରନରେ ହରାଇଲା ଭାରତ..

ଝୁମ୍ପୁରା : ତହସିଲ କାର୍ୟ୍ୟାଳୟ ସମ୍ମୁଖରୁ ବାଇକ୍ ଡିକି ଭାଙ୍ଗି ୪୯ ହଜାର ଟଙ୍କା ଲୁଟ..

ସୋମବାରଠୁ ବିଧାନସଭାର ବଜେଟ୍ ଅଧିବେଶନ..

ମାଘରେ ଶୀତ ଉଭାନ: ୬ ତାରିଖରୁ ଉତ୍ତର ଏବଂ ପାର୍ଶ୍ୱବର୍ତ୍ତୀ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ବର୍ଷା ସମ୍ଭାବନା..

ଚିଲିରେ ଜଳୁଛି ଜଙ୍ଗଲ: ୯୯ ମୃତ..

ଉତ୍ତର ଭାରତରେ ପ୍ରବଳ ତୁଷାରପାତ, ଜନଜୀବନ ଅସ୍ତବ୍ୟସ୍ତ..

ରେଢାଖୋଲରେ ଯାତ୍ରୀବାହୀ ବସ୍ ଓଲଟି ୧୦ ଗୁରୁତର..

ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ..

ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କଲେ ରାଜ୍ୟପାଳ..

୮ଶହ କୋଟିରେ ନିର୍ମାଣ ହୋଇଛି, ଶ୍ରଦ୍ଧାଳୁଙ୍କୁ ସୁବିଧା ଯୋଗାଇବ..

ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା..

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories