www.samajalive.in
Sunday, December 14, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଜେପିରେ ସାମିଲ ହେଲେ ଆକାଶ ଦାସନାୟକ..

ରାଜଧାନୀ ଭୁବନେଶ୍ୱରରେ ହିଟ୍ ଆଣ୍ଡ୍ ରନ୍ ମାମଲା.. ସହିଦନଗର ଥାନା ପଣ୍ଡାପାର୍କ ନିକଟରେ ଘଟିଥିବା ଦୁର୍ଘଟଣାରେ ଜଣେ ଚା’ ଦୋକାନୀଙ୍କ ମୃତ୍ୟୁ.. ମୃତକ ହେଲେ ଯାଜପୁର ବିଞ୍ଝାରପୁରର ଦିଲୀପ ପରିଡ଼ା..

- Advertisement -

ଓଡ଼ିଶା ଉଚ୍ଚ ନ୍ୟାୟାଳୟର ସୂଚନା.. ଏପ୍ରିଲ ୮ରୁ ହେବ ସକାଳୁଆ ଅଦାଲତ..

୨୦୪୭ ସୁଦ୍ଧା ଭାରତ ଅର୍ଥନୀତିରେ ୮% ଅଭିବୃଦ୍ଧି ଲକ୍ଷ୍ୟ..

ଆଇପିଏଲ: ଗୁଜରାଟ ଟାଇଟନ୍ସ ଆଗରେ ୧୬୩ ରନର ଲକ୍ଷ୍ୟ ରଖିଲା ସନରାଇଜର୍ସ ହାଇଦ୍ରାବାଦ..

ନୂଆ ନୋଟିସ.. କଂଗ୍ରେସ ଉପରେ ମୋଟ ୩୫୬୭ କୋଟି ଟଙ୍କାର ଟିକସ ଦାବି..

ଶଙ୍ଖ ଧରିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜିବୀ ବିଶ୍ୱାଳ.. ହଜାର ହଜାର ସମର୍ଥକଙ୍କ ଗହଣରେ ଆସି ବିଜେଡିରେ ହେଲେ ସାମିଲ..

ଭେଟେରାନ୍ ବିଜେପି ନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ନିର୍ବାଚନ ପୂର୍ବରୁ ଲାଲ ବାହିନୀଙ୍କ ଲଙ୍କାକାଣ୍ଡ.. ମାଲକାନଗିରିରେ ୪ ଟ୍ରକରେ ଲଗାଇଦେଲେ ନିଆଁ..

ବାଲିଅନ୍ତା ଥାନା ବାଳକାଟି ଦୋଳ ମେଳଣରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ..

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories