www.samajalive.in
Saturday, December 6, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୫୫ ହଜାର କୋଟିର ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ.. ନିର୍ବାଚନ ପାଇଁ କାମଚଳା ବଜେଟ ପରିମାଣ ହେଉଛି ୧ ଲକ୍ଷ ୧୮ ହଜାର କୋଟି..

ବଜେଟରେ ଅଭିବୃଦ୍ଧି ହାର ୭.୨୫% ରହିଥିବା ଦର୍ଶାଯାଇଥିବା ବେଳେ ଆସନ୍ତା ବର୍ଷ ଏହା ୮.୫% ହେବ ବୋଲି ଆକଳନ କରାଯାଇଛି.. ଏହି ଅଭିବୃଦ୍ଧି ହାର ଜାତୀୟ ହାରଠାରୁ ୧% ଅଧିକ ରହିଛି..

- Advertisement -

ପାକିସ୍ତାନ: ନିର୍ବାଚନ ବେଳେ ଆତଙ୍କବାଦୀ ଆକ୍ରମଣ,୫ ପୁଲିସ କର୍ମୀ ମୃତ..

ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ..

ପୁରୀ : ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲାଞ୍ଚ ନେଉଥିଲେ ଆକାଉଣ୍ଟାଣ୍ଟ.. ମାଡି ବସିଲା ଭିଜିଲାନ୍ସ..

ବଦଳିଲା ପାଗ.. ପୁଣି ଆସୁଛି ବର୍ଷା..

ଅର୍ପଣ ରଥରୁ ମିଳିଛି ୩ କୋଟି ୬ ଲକ୍ଷ..

ଆଗାମୀ ସାଧାରଣ ନିର୍ବାଚନ ପ୍ରସ୍ତୁତି ନେଇ ଓଡ଼ିଶା ଆସିବେ ମୁଖ୍ୟ ନିର୍ବାଚନ କମିଶନ.. ଆସନ୍ତା ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ସମୀକ୍ଷା କରିବେ ବୋଲି ସୂଚନା ମିଳିଛି..

ଗୁରୁବାର ବିଧାନସଭାର ଶୂନ୍ୟକାଳରେ ସାମ୍ବାଦିକଙ୍କ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର.. ସାମ୍ବାଦିକଙ୍କୁ ପେନସନ ଦିଆଯାଉ, ଲୋକସେବା ଭବନକୁ ପ୍ରବେଶ ପାଇଁ ଅନୁମତି ମିଳୁ- ନରସିଂହ ମିଶ୍ର..

ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ମୃତ..

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟସଭାରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଖୁବ ପ୍ରଶଂସା କରିଛନ୍ତି.. ଗଣତନ୍ତ୍ରର ଚର୍ଚ୍ଚା ହେଲେ ମନମୋହନ ସିଂ ନିଶ୍ଚିତ ମନେପଡିବେ-ମୋଦୀ

ସୁନ୍ଦରଗଡ ଜିଲ୍ଲା ଟେନସା ଫାଣ୍ଡି ପରିବହନ ସଂସ୍ଥା କାର୍ଯ୍ୟାଳୟ ନିକଟରୁ ବନ୍ଧୁକ ମୁନରେ ୧୦ ଲକ୍ଷ ଟଙ୍କା ଲୁଟ୍.. ସିସିଟିଭିରେ କଏଦ ହେଲା ଦୃଶ୍ୟ..

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories