www.samajalive.in
Saturday, December 6, 2025
23.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଶ୍ବକପ୍‌: ଦକ୍ଷିଣ ଆଫ୍ରିକାକୁ ୨୪୫ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଆଫଗାନିସ୍ତାନ.. ୫୦ ଓଭରରେ ସମସ୍ତ ୱିକେଟ ହରାଇ ୨୪୪ ରନ୍‌ କରିଛି ଆଫଗାନିସ୍ତାନ..

୨‌ କୋଟି ଟଙ୍କାର ମାଲିକ ଆୟୁର୍ବେଦ ଡାକ୍ତର ସୁଦର୍ଶନ ବେହେରା ଗିରଫ..

- Advertisement -

କୋର୍ଟରୁ ମିଳିଲା ଅନୁମତି.. ପତ୍ନୀଙ୍କୁ ଭେଟିବାକୁ ଜେଲରୁ ଆସିବେ ମନୀଷ ସିସୋଦିଆ..

କଂଗ୍ରେସରେ ମିଶିବେ କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ.. ସାମାଜିକ ଗଣମାଧ୍ୟମରେ ଦେଲେ ସୂଚନା..

ଟଙ୍କା ଭ୍ୟାନ୍‌ରୁ ଟଙ୍କା ଭର୍ତ୍ତି ଟ୍ରଙ୍କ ଲୁଟିନେଲେ ମୁଖାପିନ୍ଧା ଦୁର୍ବୃତ୍ତ.. ତିଗିରିଆ ଥାନା ଗୋଡ଼ିଝରିଆ ନୂଆ ରାସ୍ତାରୁ ଲୁଟ୍‌.. ଟ୍ରଙ୍କରେ ପ୍ରାୟ ଦେଢ କୋଟିରୁ ଊର୍ଦ୍ଧ୍ବ ଟଙ୍କା ଥିବା ସୂଚନା..

ଟ୍ୱିନ ସିଟିରେ ଦୀପାବଳି ଦିନ ରାତି ୧୦ଟା ପର୍ଯ୍ୟନ୍ତ ବାଣ ଫୁଟାଇବା ପାଇଁ ଅନୁମତି.. ପୁଲିସ କମିଶନରଙ୍କ ପକ୍ଷରୁ ସୂଚନା..

ପୁରୀ : ଶ୍ରୀମନ୍ଦିରରେ ମଙ୍ଗଳ ଆଳତି ସମୟରେ ଠେଲାପେଲା.. ୧୦ ଶ୍ରଦ୍ଧାଳୁ ଆହତ..

ପୁଣି ଭିଜିବ ଓଡିଶା! ୧୬ତାରିଖରୁ ବର୍ଷା ସମ୍ଭାବନା..

ଦିଲ୍ଲୀ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋଟରେ ସତ୍ୟପାଠ ଦାଖଲ.. ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କଲେ ଦିଲ୍ଲୀ ସରକାର.. ଅଡ୍‌‌ ଇଭିନ୍‌‌ର ସକରାତ୍ମକ ପ୍ରଭାବ ପଡିଥିବା ସତ୍ୟପାଠରେ ଉଲ୍ଳେଖ..

 

Hot this week

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

Related Articles

Popular Categories