www.samajalive.in
Sunday, December 7, 2025
13.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଆରମ୍ଭ.. ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ..

ବାଲେଶ୍ବର: ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ ସହ ୫ ହଜାର ଟଙ୍କା ଜରିମାନା.. ଦୋଷୀ ସେକ୍ ତହୁରକୁ ଦଣ୍ଡାଦେଶ ଦେଲେ ସ୍ବତନ୍ତ୍ର ପକ୍ସୋ କୋର୍ଟ.. ୨୦୨୧ ଟାଉନ ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ପାଇଁ ଦଣ୍ଡାଦେଶ..

- Advertisement -

ଚାକିରି ନିମନ୍ତେ ପରୀକ୍ଷା ବେଳେ ସବୁ ପ୍ରକାର ମଥା ଆବରଣ ନିଷେଧ କଲା କର୍ଣ୍ଣାଟକ.. ମଙ୍ଗଳସୂତ୍ର ପିନ୍ଧି ହେବ..

ରାଜଧାନୀରେ ପୁଣି ଲୁଟ୍‌‌.. ଭରତପୁର ଆପାର୍ଟମେଣ୍ଟରୁ ଚୋରି.. ଥାନାରେ ଅଭିଯୋଗ ପରେ ପୁଲିସ ତଦନ୍ତ ଆରମ୍ଭ..

ଲଦାଖର କାର୍ଗିଲ ନିକଟରେ ଭୂକମ୍ପ ଝଟ୍‌କା ଅନୁଭୂତ.. ରିକ୍ଟର ସ୍କେଲରେ ତୀବ୍ରତା ୪.୪ ରେକର୍ଡ଼..

ଆସୁଛି ବର୍ଷା.. ୩ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା.. ୧୫ ତାରିଖରେ ଦକ୍ଷିଣ ଓଡିଶାରେ ହାଲୁକା ବର୍ଷା ସମ୍ଭାବନା.. ୧୬ ତାରିଖରେ ୩ ଜିଲା ଜଗତସିଂହପୁର, କେନ୍ଦ୍ରାପଡା ଓ ଭଦ୍ରକରେ ଅତିପ୍ରବଳ ବର୍ଷା ସମ୍ଭାବନା..

ପୁରୀ ଷ୍ଟେସନ କୋଚିଂ ଡିପୋରେ ନିଆଁ.. ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ..

ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖା ସମ୍ପୂର୍ଣ୍ଣ ନିଷେଧ .. ନୂଆ ବର୍ଷରୁ ନିୟମ ଲାଗୁ..

ସୁବର୍ଣ୍ଣପୁର : ବୋରୱେଲରୁ ଉଦ୍ଧାର ହୋଇଥିବା ବୃଦ୍ଧାଙ୍କ ମୃତ୍ୟୁ..

ନଭେମ୍ବର ୨୧ରେ ଉପବାଚସ୍ପତି ନିର୍ବାଚନ.. ପୂର୍ବତନ ଉପବାଚସ୍ପତି ରଜନୀକାନ୍ତ ସିଂହ ନଭେମ୍ବର ୮ ତାରିଖରେ ଇସ୍ତଫା ଦେବା ପରେ ସେହି ପଦବୀ ଖାଲି ପଡିଛି..

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories