www.samajalive.in
Tuesday, December 9, 2025
15.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଶ୍ବକପ: ନ୍ୟୁଜିଲାଣ୍ଡକୁ ୩୯୮ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ..

ସଚିନ ତେନ୍ଦୁଲକରଙ୍କ ରେକର୍ଡ଼ ଭାଙ୍ଗିଲେ ବିରାଟ କୋହଲି.. ଦିନିକିଆରେ କଲେ ସର୍ବାଧିକ ୫୦ ଶତକ..

- Advertisement -

ଫୁଲବାଣୀ: ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା.. ଦୋଷୀକୁ ୨୦ ବର୍ଷ ଜେଲ, ୨୦ ହଜାର ଟଙ୍କା ଜରିମାନା..

ନ୍ୟୁଜିଲାଣ୍ଡ ବିପକ୍ଷ ସେମିଫାଇନାଲ ମ୍ୟାଚରେ ଭାରତୀୟ ଦଳ ଅଧିନାୟକ ତଥା ହିଟ୍‌ମ୍ୟାନ ରୋହିତ ଶର୍ମା ରଚିଛନ୍ତି ଇତିହାସ.. ବିଶ୍ୱକପ ଇତିହାସରେ ରୋହିତ ଶର୍ମା ସର୍ବାଧିକ ୫୦ ଛକା ମାରି ୱେଷ୍ଟଇଣ୍ଡିଜର କ୍ରିସ୍ ଗେଲଙ୍କୁ ପଛରେ ପକାଇଛନ୍ତି..

ଓଡ଼ିଶାରେ ପିଏମ୍‌ ଶ୍ରୀ ସ୍କୁଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ଥର ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ..

୮ କୋଟିରୁ ଅଧିକ କୃଷକଙ୍କୁ ପ୍ରଧାନମନ୍ତ୍ରୀ କିସାନ ସମ୍ମାନନିଧି ଯୋଜନା ଅନ୍ତର୍ଗତ ୧୫ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଆସନ୍ତାକାଲି ଠାରୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ପାଇଁ ଏଏସଆଇକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ..

ଭୁବନେଶ୍ୱରରେ ହେବ AIFF-FIFA ଏକାଡେମୀ, ଫିଫା ପ୍ରତିଭା ଯୋଜନାରେ ଏହା କାର୍ଯ୍ୟକାରୀ ହେବ.. ଭୁବନେଶ୍ୱରକୁ ଭେନ୍ୟୁ ଭାବେ ବଛାଯାଇଛି, ଏନେଇ ସୂଚନା ଦେଇଛନ୍ତି କ୍ରୀଡ଼ା ସଚିବ ଭିନିଲ କ୍ରୀଷ୍ଣା..

ଜାମ୍ମୁ-କାଶ୍ମୀର ଡୋ ଡୋ ଜିଲାରେ ଖାଇକୁ ଯାତ୍ରୀବାହୀ ବସ୍‌‌ ଖସିବା ଘଟଣା ; ମୃତ୍ୟୁ ସଂଖ୍ୟା ୩୬..

ଓଡ଼ିଶାକୁ ବେଶୀ ନାହିଁ ଅବପାତ ପ୍ରଭାବ: ଆଇଏମଡି ଡିଜି.. ଆସନ୍ତାକାଲି ସକାଳେ ଗଭୀର ଅବପାତ ରୂପ ନେଇପାରେ ଅବପାତ..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories