www.samajalive.in
Sunday, December 7, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପୁରୀରୁ କୋଣାର୍କ ଚାଲିବ ରେଳ.. ସ୍ବତନ୍ତ୍ର ଭିଷ୍ଟାଡ୍ରୋମ୍‌ ଟ୍ରେନ୍‌ରେ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବେ ଯାତ୍ରୀ.. ସୂର୍ଯ୍ୟମନ୍ଦିରକୁ ଜଗନ୍ନାଥ ମନ୍ଦିର ସହ ଯୋଡ଼ିବା ସ୍ବପ୍ନ ସାକାର ହେବ: କେନ୍ଦ୍ର ରେଳମନ୍ତ୍ରୀ

ଆପ୍ ପ୍ରାର୍ଥୀ କୁଳଦୀପ କୁମାରଙ୍କୁ ଚଣ୍ଡିଗଡ଼ ମେୟର ଘୋଷଣା କଲେ ସୁପ୍ରିମକୋର୍ଟ.. ନିର୍ବାଚନ ଅଧିକାରୀ ଦୋଷୀ ସାବ୍ୟସ୍ତ..

- Advertisement -

ଘରୋଇ ସ୍କୁଲ ବସ୍ ଦୁର୍ଘଟଣା.. ମହିଳା ମୃତ, ୮ ଆହତ.. କୋରାପୁଟ ବୈପାରିଗୁଡାରେ ବ୍ରେକ ଫେଲ ହେବାରୁ ଭାରସାମ୍ୟ ହରାଇ ବସ୍ ଦୁର୍ଘଟଣା..

ଜମ୍ମୁ ଗସ୍ତରେ ଯାଇ ୩୦,୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ..

ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି.. ସନ୍ଧ୍ୟା ୬ରୁ ରାତ୍ର ୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ..

ନିର୍ଦ୍ୱନ୍ଦ୍ବରେ ରାଜ୍ୟସଭାକୁ ଓଡ଼ିଶାରୁ ନିର୍ବାଚିତ ହୋଇଛନ୍ତି ୩ ପ୍ରାର୍ଥୀ.. ରାଜ୍ୟସଭା ଲାଗି ଓଡ଼ିଶାରୁ ବିଜେଡିର ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ.. ବିଜେପିର ପ୍ରାର୍ଥୀ ଭାବରେ ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥୀପତ୍ର ଦାଖଲ କରିଥିଲେ..

ମାନହାନୀ ମାମଲାରେ ରାହୁଲ ଗାନ୍ଧୀଙ୍କୁ ଜାମିନ୍‌..

ନିର୍ବାଚନ ପୂର୍ବରୁ ବରଗଡ ଜିଲାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ ଭେଟି.. ବହୁ ପ୍ରତୀକ୍ଷିତ ଗଙ୍ଗାଧର ମେହେର ଉଠାଜଳସେଚନ ପ୍ରକଳ୍ପ ଓ ୧୦୦ ଶଯ୍ୟା ବିଶିଷ୍ଟ କର୍କଟ ରୋଗ ଚିକିତ୍ସା କେନ୍ଦ୍ରର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ..

ଲୋକପ୍ରିୟ ଟେଲି ଅଭିନେତା ଋତୁରାଜ ସିଂହଙ୍କ ପରଲୋକ..

ବଲାଙ୍ଗୀରରେ ମାଟ୍ରିକ ପରୀକ୍ଷା ପୂର୍ବରୁ ଝୁଲିପଡିଲେ ଛାତ୍ର.. ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର..

ଆନନ୍ଦପୁର: ନନ୍ଦିପଦା ଡଙ୍କୁରୀ ଗାଁରେ ଘରେ ପଶି ମହିଳାଙ୍କୁ ଆକ୍ରମଣ କରି ସୁନା ଅଳଙ୍କାର ଲୁଟିଲେ ଦୁର୍ବୃତ୍ତ.. ଆହତ ମହିଳା ମେଡିକାଲରେ ଭର୍ତ୍ତି..

ଭୁବନେଶ୍ବର ଇସ୍କନ ମନ୍ଦିର ସମ୍ମୁଖରୁ ଯୁବତୀଙ୍କ ମୋବାଇଲ୍ ଝାମ୍ପିନେଲେ ଲୁଟେରା..

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories