www.samajalive.in
Monday, December 8, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ହିଜାବ ବିବାଦ.. ବୋର୍ଡ ପରୀକ୍ଷାରେ ମାସ୍କ ଓହ୍ଲାଇଥିବା ଶିକ୍ଷକଙ୍କୁ ନିଲମ୍ବନ ଦାବି..

ପାକ୍ସ ଏବଂ ଲାମ୍ପ୍ସ କର୍ମଚାରୀମାନଙ୍କ ପାଇଁ ୬୬ ପ୍ରତିଶତ ମହଙ୍ଗାଭତ୍ତା..

- Advertisement -

ଏମ୍‌ସ ଭୁବନେଶ୍ୱରକୁ ମର୍ୟ୍ୟାଦାଜନକ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏସିଆ ସେଫ୍‌ ସର୍ଜିକାଲ୍ ଇମ୍ପ୍ଲାଣ୍ଟ କନସୋର୍ଟିୟମ୍ ପୁରସ୍କାର.. ଏସିଆର ୨୮ ପ୍ରତିଷ୍ଠିତ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ମଧ୍ୟରେ ଏମ୍‌ସ ଭୁବନେଶ୍ୱରକୁ ପ୍ରଥମ ସ୍ଥାନ..

ସ୍ୱାଭିମାନ ଅଞ୍ଚଳରେ ଶିକ୍ଷାର ନୂତନ ଆଲୋକବର୍ତ୍ତିକା.. ବଡପଡାରେ ନୂତନ ଶିକ୍ଷା ସୌଧ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ..

ଇରାନ ବାଣ ମହୋତ୍ସବରେ ବିସ୍ଫୋରଣ.. ୧୫ ମୃତ, ୪ ହଜାରରୁ ଅଧିକ ଆହତ..

ଜ୍ଞାନେଶ କୁମାର ଓ ସୁଖବୀର ସାନ୍ଧୁ ହେବେ ନିର୍ବାଚନ କମିଶନର.. ୨ ନୂଆ ନିର୍ବାଚନ କମିଶନରଙ୍କୁ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା..

ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର.. ୪ଟି ବର୍ଗର ଶ୍ରମିକଙ୍କ ମଜୁରୀ ବଢିଲା..

ଭୁବନେଶ୍ୱର : ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା..

ଭୁବନେଶ୍ୱର ଉପକଣ୍ଠ ଧଉଳି ଖଟୁଆପଡ଼ା ନିକଟ ଦୟା ନଦୀରୁ ମଣିଷ କଙ୍କାଳ ଉଦ୍ଧାର..

କାମାକ୍ଷାନଗରରେ ବ୍ୟବସାୟୀଙ୍କ ଗ୍ୟାରେଜକୁ ବୋମାମାଡ଼.. ଦାମୀ ଗାଡ଼ି ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ..

ରାଜଧାନୀ ମୈତ୍ରୀ ବିହାରରେ ଘଟିଥିବା ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟଣାର ପର୍ଦ୍ଦାଫାଶ.. ସ୍ତ୍ରୀକୁ ହତ୍ୟା କରି ଶବ ସହ ୩ ଦିନ ରହିଲା ସ୍ୱାମୀ..

ଉପକୂଳରୁ ଆଭ୍ୟନ୍ତର ସବୁଠି ଉପରମୁହାଁ ପାରଦ.. ଦିନେ ଦୁଇ ଦିନ ଭିତରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିବା ସମ୍ଭାବନା..

ପଶ୍ଚିମା ଝଡ ଆଣିପାରେ ସାମାନ୍ୟ ଆଶ୍ବସ୍ତି.. ଆସନ୍ତା ୧୬ ଓ ୧୭ ରେ ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories