www.samajalive.in
Sunday, December 7, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ଉଠାଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ଓ ଠିକାଦାର.. ବୋରୱେଲ ଖୋଳିବା ପାଇଁ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଭିଜିଲାନ୍ସ ୟୁନିଟ୍‌ ପକ୍ଷରୁ ନୟାଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଉପରେ ଚଢ଼ାଉ..

ଭୁବନେଶ୍ବର: ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୪ ଉଦଘାଟିତ..

- Advertisement -

ଭୋଜି ଖାଇ ୪୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ.. ସମସ୍ତେ ମେଡ଼ିକାଲ୍‌ରେ ଭର୍ତ୍ତି.. କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍‌ ଅନ୍ତର୍ଗତ ବିଲିକଣା ଗାଁର ଘଟଣା..

ବଢ଼ୁଛି ଭାରତୀୟ ମୁଦ୍ରା ମୂଲ୍ୟ..

ୟାସିନ ମଲିକଙ୍କ ‘ଜମ୍ମୁ ଆଣ୍ଡ କଶ୍ମୀର ଲିବରେସନ୍ ଫ୍ରଣ୍ଟ’ ଉପ‌ରେ ଲାଗିଲା ଆଉ ୫ ବ‌ର୍ଷର ପ୍ରତିବନ୍ଧକ..

ତାରିଖ ଘୋଷଣା ପରେ ମୋଦୀଙ୍କ ପ୍ରତିକ୍ରିୟା.. କହିଲେ ନିର୍ବାଚନ ପାଇଁ ଆମେ ପ୍ରସ୍ତୁତ..

ବାଜିଲା ୨୪ ନିର୍ବାଚନ ବିଗୁଲ୍‌‌.. ଓଡିଶାରେ ମେ’୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌‌..

୭ଟି ପର୍ଯ୍ୟାୟରେ ହେବ ଲୋକସଭା ନିର୍ବାଚନ..

ମାର୍ଚ୍ଚ ୨୦ରେ ପ୍ରକାଶ ପାଇବ ବିଜ୍ଞପ୍ତି..

ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ଭୋଟ୍‌..

ମେ’ ୧୩, ମେ’ ୨୦, ମେ’ ୨୫ ଓ ଜୁନ୍‌ ୧ରେ ଓଡ଼ିଶାରେ ଭୋଟ୍‌ ଗ୍ରହଣ..

ଜୁନ୍‌ ୪ରେ ସାରା ଦେଶରେ ଭୋଟ୍‌ ଗଣତି, ଲୋକସଭା ଓ ବିଧାନସଭା ଭୋଟ୍‌ ଗଣତି..

ଦେଶରେ ୯୭କୋଟି ପଞ୍ଜିକୃତ ଭୋଟର ରହିଛନ୍ତି.. ଏଥିପାଇଁ ସାଢେ ୧୦ଲକ୍ଷ ମତଦାନ କେନ୍ଦ୍ର ପ୍ରସ୍ତୁତ..

ବିଜେପିରେ ସାମିଲ ହେଲେ ଗାୟିକା ଅନୁରାଧା ପୌଡ଼ୱାଲ..

ନବୀନ ସରକାରଙ୍କ ପଞ୍ଚମ ପାଳିର ଶେଷ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି.. ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୭ଟି ବିଭାଗର ୧୪ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ..

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି.. ଦିଲ୍ଲୀ କୋର୍ଟରୁ ମିଳିଲା ଜାମିନ..

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories