www.samajalive.in
Sunday, December 7, 2025
15.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ମେଣ୍ଟ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବଡ଼ ବୟାନ.. ମେଣ୍ଟକୁ ନେଇ କିଛି ବି ହୋଇପାରେ..

ଜାରି ହେଲା ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ବିଜ୍ଞପ୍ତି..

- Advertisement -

ପାକିସ୍ତାନୀ କୋଇଲା ଖଣିରେ ମିଥେନ ଗ୍ୟାସ ବିସ୍ଫୋରଣ.. ଜଳିଗଲେ ୧୨ ଶ୍ରମିକ..

ପୁଟିନ୍‌ଙ୍କୁ ଫୋନ୍ କଲେ ମୋଦୀ.. ଅଭିନନ୍ଦନ ଜଣାଇ ଏକାଠି ମିଶି କାମ କରିବାକୁ କହିଲେ..

ଓମଫେଡର ପରିଚାଳନା ନିର୍ଦ୍ଦେଶକ ହେଲେ ବିଜୟ ଅମୃତ କୁଲାଙ୍ଗେ..

ମହାରାଷ୍ଟ୍ରର ଥାନେ ଜିଲ୍ଲା ଅଘଟଣ.. ଫାଟିଲା ଇଲେକ୍ଟ୍ରି ସ୍କୁଟର ବ୍ୟାଟେରି, ୩ ଗୁରୁତର..

ବିଜେଡିରେ ମିଶିଲେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ.. କାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା..

ଖୋର୍ଦ୍ଧା :୨ ଲକ୍ଷ ନେଇ  ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ର ଭିଜିଲାନ୍ସ ହାତରେ ଧରାପଡିଛନ୍ତି..

ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ହୁଣ୍ଡି ବାକ୍ସରୁ ଟଙ୍କା ଲୁଟିଲେ ଦୁର୍ବୁତ୍ତ..

ନବନିର୍ମିତ ଫତେଗଡ ରାମ ମନ୍ଦିରରୁ ଚୋରି.. ସୁନା, ରୂପା ଅଳଙ୍କାର ସହ ଦାନ ହୁଣ୍ଡି ଭାଙ୍ଗି ଲୁଟି ନେଲେ ଦୁର୍ବୃତ୍ତ..

କାଳବୈଶାଖୀ ପ୍ରଭାବରେ ଟ୍ବିନ୍ ସିଟି ସମେତ ରାଜ୍ୟର ବିଭିନ୍ନ ଜିଲାରେ ଘଡଘଡି ସହ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ..

ଗ୍ୟାଙ୍ଗୱାର ପରେ ଝାରପଡ଼ା ଜେଲରେ ରେଡ୍.. ଡିସିପିଙ୍କ ନେତୃତ୍ୱରେ ସ୍ୱତନ୍ତ୍ର ଟିମର ଚଢ଼ାଉ..

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories