www.samajalive.in
Saturday, December 6, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ୟୁଟ୍ୟୁବର ଏଲଭିଶ ଯାଦବଙ୍କୁ ଜାମିନ.. ୫୦ ହଜାର ଟଙ୍କାର ଜାମିନ ଅର୍ଥ ରାଶି ଜମା କରିବା ପରେ ଜାମିନ ପ୍ରଦାନ କଲେ ଅଦାଲତ..

ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ.. କଟକରୁ ୬ ଥର ସାଂସଦ ହୋଇଥିବା ଭର୍ତ୍ତୃହରି ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି..

- Advertisement -

ଓଡ଼ିଶାରେ ବିଜେପି ଏକାକୀ ନିର୍ବାଚନ ଲଢ଼ିବ.. ଏନେଇ ଟ୍ୱିଟ କଲେ ରାଜ୍ୟ ସଭାପତି ମନମୋହନ ସାମଲ.. ସମସ୍ତ ୨୧ଟି ଲୋକସଭା ଓ ୧୪୭ଟି ବିଧାନସଭାରେ ଏକା ଲଢ଼ିବୁ କହିଲେ ମନମୋହନ..

ପଟିଆ ବିଗବଜାର ଛକକୁ ଲାଗି ରହିଥିବା ୪ ମହଲା କୋଠାରେ ଭୟାବହ ଅଗ୍ନିକାଣ୍ଡ.. ଘଟଣାସ୍ଥଳରେ ୫ ଦମକଳ ଗାଡି ଥିଲେ ମଧ୍ୟ ନିଆଁ ଆୟତ୍ତ ହେଉନି..

କେଜ୍ରିୱାଲଙ୍କ ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଆନ୍ନା ହଜାରେ, କହିଲେ- ଏହା ତାଙ୍କ କର୍ମ ଫଳ..

୨୦୨୪ ଲୋକସଭା ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ବିଜେପି..

୮୩ ବର୍ଷ ବୟସରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଦେହାନ୍ତ..

ଦାମ ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ..

ଆଜିଠୁ ଆଇପିଏଲ.. ପ୍ରଥମ ଦିନରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗ୍‍ସ-ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ..

ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ.. ଅନଲାଇନ ଓ ଅଫଲାଇନରେ ହେବ ମୂଲ୍ୟାୟନ..

ନବରଙ୍ଗପୁର : ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟି ନେଲେ ୩ ଲକ୍ଷ..

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories