www.samajalive.in
Monday, December 8, 2025
13.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଶ୍ରୀନଗର ପୁଲିସକୁ ମିଳିଲା ବଡ଼ ସଫଳତା.. ଗିରଫ ହେଲେ ୪ ଆତଙ୍କବାଦୀ..

ହୋଲିକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ କମିଶନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି.. ରାଜରାସ୍ତା, ଗାଧୁଆ ତୁଠ ଉପରେ ନଜର ରଖିବ କମିସନରେଟ୍‌ ପୁଲିସ.. ଅମାନିଆ ହେଲେ କାର୍ଯ୍ୟାନୁଷ୍ଠାନ..

- Advertisement -

ବିଜେପିରେ ସାମିଲ ହେଲେ ପୂର୍ବତନ ଭାରତୀୟ ବାୟୁସେନା ମୁଖ୍ୟ ଏୟାର ଚିଫ୍‌ ମାର୍ଶଲ(ଅବସରପ୍ରାପ୍ତ) ଆର.କେ.ଏସ. ଭଦୌରିଆ..

ଶତାଧିକ ସମର୍ଥକଙ୍କ ସହ ବିଜେଡିରେ ଯୋଗଦେଲେ ବିଜେପି ନେତ୍ରୀ ଇରାନୀ ରାୟ..

ରୁଷ ଗୁଳିକାଣ୍ଡ – ମୃତ୍ୟୁ ସଂଖ୍ୟା ୧୩୩କୁ ବୃଦ୍ଧି, ୧୪୭ ଆହତ..

ବିହାରର ୧୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଡିୟୁ..

ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକ ଟେନସା ଫାଣ୍ଡି ଜିରୋ ପଏଣ୍ଟ ଅଞ୍ଚଳରେ ଅଘଟଣ.. ସ୍ତ୍ରୀର ମୃତ୍ୟୁ ପରେ ବିଚ୍ଛେଦ ସହି ନପାରି ଆତ୍ମହତ୍ୟା କଲେ ସ୍ବାମୀ..

କେନ୍ଦୁଝରରେ ପୁଅର ଟାଙ୍ଗିଆ ଚୋଟରେ ବାପା, ମାଆ ମୃତ..

ପପୁଆ ନ୍ୟୁ ଗିନିରେ ଶକ୍ତିଶାଳୀ ଭୂମିକମ୍ପ.. ରିକ୍ଟର ସ୍କେଲରେ ତୀବ୍ରତା ୬.୯ ରେକର୍ଡ..

ସମ୍ବଲପୁର ହୀରାକୁଦରେ ବଢୁଛି ଡାଇରିଆ ଆକ୍ରାନ୍ତଙ୍କ ସଂଖ୍ୟା.. କାରଣ ଖୋଜୁଛନ୍ତି ୨ଟି ଡାକ୍ତରୀ ଦଳ..

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories