www.samajalive.in
Saturday, December 13, 2025
15.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଇଡି ହେପାଜତରେ ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା..

ବିଜେଡିରେ ଯୋଗ ଦେଲେ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ..

- Advertisement -

ମହୁଆ ଓ ଦର୍ଶନ ହୀରାନନ୍ଦାନିଙ୍କୁ ସମନ ପଠାଇଲା ଇଡି..

କଂଗ୍ରେସର ସୁପ୍ରିୟା ଓ ବିଜେପିର ଦିଲୀପଙ୍କୁ ଇସି ନୋଟିସ..

ଛତିଶଗଡରେ ବଡ ଏନକାଉଣ୍ଟର.. ଯବାନଙ୍କ ଗୁଳିରେ ୬ ମାଓବାଦୀ ନିପାତ..

ଗୋଆରୁ ଗାଏବ ହୋଇଗଲେ ନେପାଳ ମେୟରଙ୍କ ଝିଅ, ମିଳୁନି ପତ୍ତା..

କେଜ୍ରିୱାଲଙ୍କ ସମ୍ପର୍କରେ ବୟାନ ଦେଲା ଆମେରିକା.. କୂଟନୀତିଜ୍ଞଙ୍କୁ ଡାକି ଅସନ୍ତୋଷ ଝାଡ଼ିଲା ଭାରତ

୭୧ ବିଧାନସଭା ଓ ୯ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି..

ନିର୍ବାଚନ ପୂର୍ବରୁ ପୁଲିସ ପଞ୍ଝାରେ କୁଖ୍ୟାତ ଅପରାଧି.. ୨ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୁଲିସ..

ବିଜେପିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ.. ସବୁ ରାଜ୍ୟରେ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ନୀତିନ ଗଡକରୀ..

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories