www.samajalive.in
Sunday, December 7, 2025
18.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପ୍ରଧାନମନ୍ତ୍ରୀଙ୍କ କମିଟିର ଦାବି.. ୧୯୫୦ରୁ ୨୦୧୫ ଭିତରେ କମିଛି ହିନ୍ଦୁ ଜନସଂଖ୍ୟା..

ଭୁବନେଶ୍ବର ରିଂ-ରୋଡ କାମ ଅକ୍ଟୋବରରୁ ଆରମ୍ଭ ହେବ-ଗଡ଼କରୀ.. ବିଜୟ ସେତୁ ସଂକଳ୍ପ ସମାବେଶରେ ଯୋଗଦେଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ..

- Advertisement -

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ୍ର ନିଖୋଜ, ୮ ଦିନ ହେବ ମିଳୁନି ପତ୍ତା..

ତାମିଲନାଡୁର ବିରୁଧନଗର ଜିଲାରେ ଶିବକାଶୀ ନିକଟରେ ବାଣ ତିଆରି ଅଞ୍ଚଳରେ ବିସ୍ଫୋରଣ, ୪ ମୃତ..

ରୁବେଲାକୁ ନେଇ ସତର୍କ କରାଇଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ.. ଗର୍ଭବତୀଙ୍କୁ ଦେଲେ ପରାମର୍ଶ..

ଭୁବନେଶ୍ୱର : ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ୍ ଶୋ’ ପାଇଁ ଟ୍ରାଫିକ୍ କଟକଣା.. ଜନପଥରେ ଟ୍ରାଫିକ୍ କଟକଣା ଜାରି କଲା କମିଶନରେଟ୍ ପୁଲିସ..

କଣ୍ଟାବାଞ୍ଜି : ସ୍ୱୟଂ ସହାୟିକା ଗୋଷ୍ଠୀ ମହିଳାଙ୍କଠାରୁ ୫୦ ହଜାର୍ ଲୁଟ୍..

ନୂଆଦିଲ୍ଲୀ: ୨୫ କର୍ମଚାରୀଙ୍କୁ ଛଟେଇ କଲା ଏୟାର ଇଣ୍ଡିଆ.. ଅସୁସ୍ଥତା କାରଣ ଦର୍ଶାଇ ସମୂହ ଛୁଟିରେ ଥିଲେ କର୍ମଚାରୀ.. କମ୍ପାନୀ ଉପରେ ଅସନ୍ତୋଷ ପ୍ରକାଶ କରି କର୍ମଚାରୀମାନେ ସମୂହ ଛୁଟିରେ ଯାଇଥିବା ନେଇ ହୋଇଥିଲା ଚର୍ଚ୍ଚା..

ଝାରସୁଗୁଡ଼ାରେ ଚାଞ୍ଚଲ୍ୟ.. ଖେଳ ପଡ଼ିଆରୁ ଉଦ୍ଧାର ହେଲା ୩ ମୃତଦେହ, ହତ୍ୟାର କାରଣ ଖୋଜୁଛି ପୁଲିସ୍..

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories