www.samajalive.in
Saturday, December 13, 2025
21.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଭଞ୍ଜନଗର: ଗଞ୍ଜାମ ଜିଲା ମୁଜାଗଡ଼ ନିକଟରେ ଦୁର୍ଘଟଣା.. ଭାରସାମ୍ୟ ହରାଇ ଓଲଟିଲା କାର, ୨ ମୃତ ଓ ୨ ଗୁରୁତର.. ୨ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର.. ୪ ସାଙ୍ଗ ଫୁଲବାଣୀରୁ ଫେରୁଥିବାବେଳେ ଓଲଟିଲା କାର..

ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ.. ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ ବିଜେଡିରୁ ନିଲମ୍ବିତ.. ଦଳବିରୋଧୀ କାର୍ଯ୍ୟ ପାଇଁ ବହିଷ୍କାର କଲେ ସୁପ୍ରିମୋ ନବୀନ ପଟ୍ଟନାୟକ..

- Advertisement -

ଆସନ୍ତା ୧୫ ତାରିଖରେ ବଲାଙ୍ଗିର ଆସିବେ ରାହୁଲ ଗାନ୍ଧୀ.. ବାଇକ ରାଲି ସହ ଜନସଭାରେ ଯୋଗ ଦେବେ..

୨୦ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ପୁରୀରେ କରିବେ ବିଶାଳ ରୋଡ୍‌ ଶୋ..

ଆସନ୍ତା ୧୫ ତାରିଖରେ ପୁଣି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ.. ୧୭ରେ ଓଡ଼ିଶା ଆସିବେ ଜେପି ନଡ୍ଡା..

ପୁଲିସ ସେବା ଭବନରେ ନିର୍ବାଚନର ସୁରକ୍ଷା ବ୍ୟବସ୍ଥା ଉପରେ ପୁଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀଙ୍କ ସାମ୍ବାଦିକ ସମ୍ମିଳନୀ.. କହିଲେ କାଲିର ମତଦାନ ପାଇଁ ମୁତୟନ ରହିବେ ମୋଟ୍ ୧୭ ହଜାର ପୁଲିସ୍ ଫୋର୍ସ..

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories