www.samajalive.in
Sunday, December 7, 2025
23.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

କେନ୍ଦୁଝରରୁ ତେଲକୋଇ ଦେଇ ରାଉରକେଲା ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହେଲା ବସ୍‌.. କାଞ୍ଜିପାଣି ଘାଟି ଓହ୍ଲାଇବା ସମୟରେ କୁସୁମ ଘାଟି ପରେ ଥିବା ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା.. ଦୁର୍ଘଟଣାରେ ୧୮ ଜଣ ଆହତ ହୋଇଥିବା ଜଣାପଡ଼ିଛି..

କାର୍ଯ୍ୟରେ ଅବହେଳା ଯୋଗୁ ରାଜ୍ୟରେ ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ୨ ଜଣଙ୍କୁ ଗିରଫ ନିର୍ଦ୍ଦେଶ..

- Advertisement -

ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୨.୯୬ ପ୍ରତିଶତ ମତଦାନ..

ସିବିଏସ୍‌ଇ ଦଶମ ରେଜଲ୍ଟ ପ୍ରକାଶିତ.. ବଜେି ମାରିଲେ ଛାତ୍ରୀ..

ଓଡିଶା ଗସ୍ତରେ ଆସିବେ ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡଗେ.. ୧୫ ତାରିଖରେ ବଲାଙ୍ଗୀରରେ ସଭା କରିବେ ରାହୁଲ ଗାନ୍ଧୀ.. ୧୬ ତାରିଖରେ କନ୍ଧମାଳରେ ସଭାରେ ଯୋଗଦେବେ ଖଡଗେ.. ଭୁବନେଶ୍ଵରରେ ମଧ୍ୟ କରିବେ ପ୍ରେସମିଟ୍..

ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି.. ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ ଜାମିନ ବିିହୀନ ପରଓ୍ବାନା ଜାରି.. ୨୩ ସୁଦ୍ଧା ୱାରେଣ୍ଟ କାର୍ଯ୍ୟକାରୀ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ..

ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ଵାଦଶ ପରୀକ୍ଷା ଫଳ.. ପାସ୍‌ ହାର ୮୭.୯୮ ପ୍ରତିଶତ..

ହାଇଦ୍ରାବାଦରେ ଏକ ଚଳନ୍ତା ବୁଲେଟରେ ବିସ୍ଫୋରଣ, ୧୦ ଗୁରୁତର..

ଚିକିଟିରେ ନିର୍ବାଚନୀ ହିଂସା..

ରାଜ୍ୟ ବିଜେପିର ବରିଷ୍ଠ ନେତାଙ୍କ ସାମ୍ବାଦିକ ସମ୍ମିଳନୀ.. ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗ ନେଇ ଟାର୍ଗେଟ କଲେ ଅପରାଜିତା ଷଡଙ୍ଗୀ, ବୈଜୟନ୍ତ ପଣ୍ଡା, ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ, ମନମୋହନ ସାମଲ.. ୨୫ବର୍ଷ ଶାସନ କାଳରେ ଓଡ଼ିଶା ଆଜି ପଛରେ ପଡିଛି.. ମାଙ୍କଡ ହାତରେ ଶାଳଗ୍ରାମ କହି ତାତ୍ସଲ୍ୟ କଲେ ଧର୍ମେନ୍ଦ୍ର ପ୍ରଧାନ.. ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ ଉଠାଇଲେ ସାଂସଦ ଅପରାଜିତା ଷଡଙ୍ଗୀ..

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories