www.samajalive.in
Sunday, December 7, 2025
23.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

କଟକରେ ଅମିତ ଶାହ.. କଟକରେ ବିଶାଳ ରୋଡ୍‌ ଶୋ’ରେ ଯୋଗଦେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ..

ରାଜସ୍ଥାନ ଖଣି ଭୁଶୁଡ଼ିବା ଘଟଣା.. ସମସ୍ତ ୧୫ ଅଧିକାରୀ ଉଦ୍ଧାର, ଜଣେ ମୃତ..

- Advertisement -

ନ୍ୟୁଜ୍ କ୍ଲିକ୍ ସମ୍ପାଦକ ପ୍ରବୀର ପୁରକାୟସ୍ଥଙ୍କ ଗିରଫଦାରୀକୁ ‌ଅବୈଧ ଘୋଷଣା କଲେ ସୁପ୍ରିମ୍‌କୋର୍ଟ.. ତୁରନ୍ତ ମୁକ୍ତ କରିବାକୁ ନିର୍ଦେଶ..

ଗଞ୍ଜାମକୁ ଦେଶର ୧ ନମ୍ବର ଜିଲ୍ଲା କରିବ ବିଜେପି.. ଦଳୀୟ ନିର୍ବାଚନ ପ୍ରଚାରରେ ଆସି କହିଲେ ଅମିତ ଶାହା.. ସରକାର ଆସିଲେ ୧୮ ମାସ ମଧ୍ୟରେ ଚିଟ୍‌ଫଣ୍ଡ ଠକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ କହିଲେ ଅମିତ ଶାହା..

ବଲାଙ୍ଗୀର ସଭାରେ ବିଜେପି ଉପରେ ବର୍ଷିଲେ ରାହୁଲ ଗାନ୍ଧୀ.. ସଭାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କଲେ ରାହୁଲ.. କେନ୍ଦ୍ର ସରକାରଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ରାହୁଲ..

ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର.. ନିର୍ବାଚନୀ ସଭାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ..

କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମା’ଙ୍କର ପରଲୋକ.. ଦିଲ୍ଲୀ ଏମ୍ସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ରାଜମାତା..

ସୋରଡାରେ ବିଜେପି ନେତା ତଥା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା..

ମେ’ ୧୭ରେ ଓଡିଶା ଆସିବେ ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ..

୧୬ ଏବଂ ୧୭ରେ ଓଡ଼ିଶାରେ ହିମନ୍ତ ବିଶ୍ୱଶର୍ମାଙ୍କ ମାରାଥନ ପ୍ରଚାର..

ନିର୍ବାଚନ ପ୍ରଚାରରେ ଆସୁଛନ୍ତି ଛତିଶଗଡ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ..

ଗୁରୁବାର ସକାଳେ ଭୁବନେଶ୍ୱରରେ ରୋଡ୍ ଶୋ’ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା..

ଭୁବନେଶ୍ୱର: ମୋ ବୁଥ୍‌‌ ଆପ୍‌‌ ଉନ୍ମୋଚିତ.. ଆପ୍‌‌ ଜରିଆରେ ନିଜ ବୁଥ୍‌‌ ବିଷୟରେ ଜାଣିପାରିବେ ଭୋଟର.. ଭୋଟ ହାର ବଢାଇବାରେ ସହାୟକ ହେବ ଏହି ଆପ୍‌‌..

ଚତୁର୍ଥ ପର୍ଯ୍ୟାୟ ପାଇଁ ସରିଲା ନାମାଙ୍କନପତ୍ର ଦାଖଲ.. ଆଜି ପ୍ରାର୍ଥିପତ୍ର ଯାଞ୍ଚ..

 

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories