www.samajalive.in
Sunday, December 7, 2025
18.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ..ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା.. ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖଡଗେ ମେ ୨୬, ୨୭ ଓ ୨୮ ତାରିଖରେ ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଦଳ ପାଇଁ ପ୍ରଚାର କରିବେ..

ମୋଦୀଙ୍କ ପାଇଁ ପୁରୀରେ ୬୩ ପ୍ଲାଟୁନ୍ ପୁଲିସ ଫୋର୍ସ ନିୟୋଜିତ.. କାଲି ପ୍ରଧାନମନ୍ତ୍ରୀଙ୍କ ପୁରୀ ଗସ୍ତ ସହ ରୋଡ୍ ଶୋ ପାଇଁ କଟକଣା.. ତାଳବଣିଆରେ ପହଞ୍ଚିବାର ୧ ଘଣ୍ଟା ପୂର୍ବରୁ ପୁରୀରେ କଟକଣା.. ଶ୍ରୀଜୀଉଙ୍କ ଦର୍ଶନ ପାଇଁ ସାଢେ ୭ଟାରେ ପହଞ୍ଚିବେ ମୋଦୀ..

- Advertisement -

ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ..

ଆମ୍‌‌ ଆଦମୀ ପାର୍ଟି(ଆପ୍‌‌)କୁ ଭୋଟ ଦେବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ.. ଦିଲ୍ଲୀରେ ଆସନ୍ତା ୨୫ ତାରିଖରେ ହେବାକୁ ଥିବା ନିର୍ବାଚନରେ ସେ ଆପ୍‌‌କୁ ଭୋଟ ଦେବେ ବୋଲି ରବିବାର ଏଠାରେ ଆୟୋଜିତ ଏକ ବିଶାଳ ରାଲିରେ କହିଛନ୍ତି ରାହୁଲ..

ଭୁବନେଶ୍ଵରରେ ମେ ୨୧ଓ କଟକରେ ମେ ୨୨ମଧ୍ୟାହ୍ନ ୧୧.୪୩ ରେ ଶୂନ୍ୟ ଛାୟା..

ରେଢ଼ାଖୋଲ ସଭାରେ ସମ୍ବୋଧନ କରି କହିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ.. ଓଡ଼ିଶା ଯେଉଁ ଶିଖରରେ ପହଞ୍ଚିବା କଥା ପହଞ୍ଚି ପାରିନି..

ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ.. ରାଜଭବନରେ କରିବେ ରାତ୍ରୀଯାପନ.. ସୋମବାର ପୁରୀରେ ରୋଡ ଶୋ.. ଢେଙ୍କାନାଳ ଓ କଟକରେ କରିବେ ଜନସଭା..

କେନ୍ଦୁଝର, ଭଦ୍ରକ, ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୋରଦାର ପ୍ରଚାର..

ବିଜେଡି ଛାଡି ବିଜେପିରେ ମିଶିଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ..

ଆସନ୍ତାକାଲି ଦ୍ବିତୀୟ ପର୍ୟ୍ୟାୟ ଭୋଟିଂ.. ବୁଥ୍ ମୁହାଁ ପୋଲିଂ ପାର୍ଟି..

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories