www.samajalive.in
Monday, December 8, 2025
27.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଅହମ୍ମଦାବାଦ ବିମାନବନ୍ଦରରୁ ୪ ଆଇଏସଆଇଏସ ଆତଙ୍କୀ ଗିରଫ..

ଅପରାହ୍ନ ୫ଟା ସୁଦ୍ଧା ରାଜ୍ୟରେ ୬୦.୫୫ ପ୍ରତିଶତ ଭୋଟିଂ..

- Advertisement -

ଢେଙ୍କାନାଳ: ବାଇକକୁ ଧକ୍କା ଦେଲା ହାଇଓ୍ବା.. ଗୋଟିଏ ପରିବାର ୪ ସଦସ୍ୟ ମୃତ.. ବାପା, ମାଆ, ପୁଅ ଓ ଝିଅ ମୃତ..  ନିହଲପ୍ରସାଦ ଥାନା ପିଙ୍ଗୁଆ ନିକଟରେ ଧକ୍କା ଦେଲା ହାଇଓ୍ବା..

କଟକ ନିର୍ବାଚନୀ ସଭା ମଞ୍ଚରେ ତିନି ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ଏହି ତିନି ପ୍ରତିଭା ହେଲେ ବରିଷ୍ଠା ଓଡ଼ିଶୀ ସଂଗୀତଜ୍ଞ ଶ୍ୟାମାମଣି ଦେବୀ, ବିଶିଷ୍ଟ ଘୋଡ଼ା ନାଚ ଗୁରୁ ଉତ୍ସବ ଦାସ ଓ ଓଡ଼ିଶାରୁ ଅଯୋଧ୍ୟା ବାଇକ ଯାତ୍ରା କରିଥିବା ନିରୋଦ ବେହେରା..

ଛତିଶଗଡ : ୨୦ ଫୁଟ ତଳ ଖାଇକୁ ଖସିଲା ପିକଅପ୍, ୧୭ ମୃତ..

କଣ୍ଟାମାଳ : ବିଜେପି ବିଧାୟକ ପ୍ରାର୍ଥୀଙ୍କ ଧାରଣା, ଭୋଟିଂ ବନ୍ଦ..

ମାଲକାନଗିରିର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ସମ୍ପତ୍ତି ବାଜ୍ୟାପ୍ତି.. ଅବସରପ୍ରାପ୍ତ ଏସସିଓ ଦାସରଥି ତ୍ରିପାଠୀଙ୍କ ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ..

ସାରା ଦେଶରେ ଆଜି ପଞ୍ଚମ ପର୍ଯ୍ୟାୟ ମତଦାନ.. ୪୯ ଲୋକସଭା ଆସନରେ ମତଦାନ..

ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ୍‌‌ ରଇସିଙ୍କ ମୃତ୍ୟୁ..

 

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories