www.samajalive.in
Sunday, December 7, 2025
13.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଜେପିରେ ସାମିଲ ହେଲେ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର.. ବିଜେପି ରାଲିରେ ସାମିଲ ହୋଇ କଲେ ପ୍ରଚାର..

ଚିଲିକାରେ କହିଲେ ଯୋଗୀ ଆଦିତ୍ୟନାଥ.. ଡବଲ ଇଞ୍ଜିନ ସରକାର ଆସିଲେ ବୁଲେଟ ଟ୍ରେନ ଭଳି ବିକାଶ ହେବ..

- Advertisement -

ବାଂଲାଦେଶ ସାଂସଦଙ୍କୁ ହତ୍ୟା ମାମଲାରେ ବଡ ଖୁଲାସା.. ସାଙ୍ଗ ଦେଇଥିଲେ ୫ କୋଟିର ସୁପାରି..

ପଶ୍ଚିମବଙ୍ଗର ନନ୍ଦୀଗ୍ରାମରେ ବିଜେପି କର୍ମୀଙ୍କ ହତ୍ୟା ପରେ ପ୍ରବଳ ବିକ୍ଷୋଭ ଓ ଜଳାପୋଡ଼ା, ପୁଲିସର ଲାଠି ଚାର୍ଜ..

ସମ୍ଭାବିତ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି..

ଆସୁଛି ବାତ୍ୟା.. ୨୬ ସୁଦ୍ଧା ନେଇପାରେ ଭୀଷଣ ବାତ୍ୟାର ରୂପ.. ଉତ୍ତର ଓଡିଶାରେ ପ୍ରବଳ ବର୍ଷିବ.. ୨୬ ତାରିଖ ବେଳକୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡାରେ ଅଧିକ ବର୍ଷା ହେବାର ସମ୍ଭାବନା..

ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ଘର ବାହୁଡ଼ା.. ବୁଧବାର ଦଳରୁ ଇସ୍ତଫା ଦେଇଥିବା ଜ୍ୟୋତିପ୍ରକାଶ ବିଜେଡିକୁ ବାହୁଡ଼ିବା ସହ ଦଳ ପକ୍ଷରୁ ତାଙ୍କୁ ନୂଆ ଦାୟିତ୍ଵ ଦିଆଯାଇଛି.. ଜ୍ୟୋତିପ୍ରକାଶଙ୍କୁ ବାଲେଶ୍ଵର ଜିଲା ସଭାପତି ଦାୟିତ୍ଵ ଦେଲା ବିଜେଡି..

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଗଣିଆନାଳରେ ଅଘଟଣ.. କୂଅରେ ଅଣନିଶ୍ଵାସୀ ହୋଇ ଚାଲିଗଲା ଜଣଙ୍କ ଜୀବନ..

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି.. ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ.. ୬ ଲୋକସଭା ଓ ୪୨ଟି ବିଧାନସଭା କ୍ଷେତ୍ରରେ ହେବ ମତଦାନ.. ୯୪.୪୮ଲକ୍ଷ ଭୋଟର ମତଦାନ କରିବେ..

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories