www.samajalive.in
Thursday, December 11, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଜ୍ୟୋତିପ୍ରକାଶ ପଟ୍ଟନାୟକ ହେଲେ ଇନ୍‌ଚାର୍ଜ ଆଡ୍‌ଭୋକେଟ୍‌ ଜେନେରାଲ..

୧୦ ତାରିଖ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ.. ହୋଇପାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା..

- Advertisement -

ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖରେ ପରିବର୍ତ୍ତନ ହୋଇଥିବା ସୂଚନା.. ୮ ପରିବର୍ତ୍ତେ ୯ରେ ନେଇପାରନ୍ତି ଶପଥ..

ରାଜ୍ୟର ନବନିର୍ବାଚିତ ବିଜେପି ସାଂସଦଙ୍କୁ ଦିଲ୍ଲୀ ଡାକରା.. ଆସନ୍ତାକାଲି ସଂସଦୀୟ ଦଳ ବୈଠକ..

ଇସ୍ତଫା ଦେଲେ ଦୁଇ ବରିଷ୍ଠ ଅବସରପ୍ରାପ୍ତ ଆଇଏଏସ୍.. ସ୍ପେଶାଲ ଇନିସିଏଟିଭ୍ ଉପଦେଷ୍ଟା ପଦରୁ ଆର. ବାଲକ୍ରିଷ୍ଣନଙ୍କ ଇସ୍ତଫା.. ସିଏମଓ ମୁଖ୍ୟ ଉପଦେଷ୍ଟା ପଦରୁ ଇସ୍ତଫା ଦେଲେ ସୁରେଶ ମହାପାତ୍ର..

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସକେୱାଇ)ରେ ବୁଝାମଣା ପତ୍ର (ଏମଓୟୁ) ସ୍ୱାକ୍ଷର କରିଥିବା ଡାକ୍ତରଖାନାଗୁଡ଼ିକ କୌଣସି ରୋଗୀଙ୍କୁ ଫେରାଇ ପାରିବେ ନାହିଁ.. ସରକାର ବଦଳିଯାଇଥିବା ଆଳରେ ରୋଗୀଙ୍କୁ ଚିକିତ୍ସାରୁ ବଞ୍ଚିତ କରିପାରିବେ ନାହିଁ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା..

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବକୁ ବିଭିନ୍ନ ରାଷ୍ଟ୍ରମୁଖ୍ୟଙ୍କୁ ନିମନ୍ତ୍ରଣ.. ଭୁଟାନ ରାଜା, ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସମେତ ବାଂଲାଦେଶ ଏବଂ ମରିସସ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୋଦୀ..

୧୨ ତାରିଖରେ ଶପଥ ନେବେ ଚନ୍ଦ୍ରବାବୁ ନାଇଡୁ.. ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ.. ଅମରାବତୀରେ ହେବ ଶପଥ ଗ୍ରହଣ ଉତ୍ସବ..

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories