www.samajalive.in
Sunday, December 7, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଭୁବନେଶ୍ବରରେ ମୋଦୀଙ୍କ ରୋଡ୍ ଶୋ.. ୧୨ ତାରିଖ ବୁଧବାର ସନ୍ଧ୍ୟାରେ ମୋଦୀଙ୍କ ରୋଡ୍ ଶୋ.. ଜୟଦେବ ବିହାରରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍ ଶୋ କରିବେ ମୋଦୀ.. ରୋଡ୍ ଶୋ କରି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ଆସିବେ..

ରାଜନୀତି ଛାଡ଼ିଲେ ପାଣ୍ଡିଆନ.. ଭିଡିଓ ବାର୍ତ୍ତା ଜରିଆରେ ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ଭିକେ ପାଣ୍ଡିଆନ..

- Advertisement -

ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ..

ଜୁନ୍ ୧୭ରେ ଖୋଲିବ ସ୍କୁଲ.. ସପ୍ତାହେ ପୂର୍ବରୁ ହେବ ପ୍ରସ୍ତୁତି.. ଶ୍ରେଣୀ ଗୃହରୁ ନେଇ ଶୌଚାଳୟ ପରିଷ୍କାର କରିବାକୁ ସମସ୍ତ ଡିଇଓଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦେଶ..

ସାମ୍ନାକୁ ଆସିଲା ‘କଳ୍କି ୨୮୯୮ ଏଡି’ର ନୂଆ ପୋଷ୍ଟର, ନିଆରା ଅବତାରରେ ଦୀପିକା

ନୂଆଦିଲ୍ଲୀ: ଜେଇଇ ଆଡ୍‌‌ଭାନ୍ସଡ ଫଳ ପ୍ରକାଶ.. ମୋଟ ୩୬୦ ନମ୍ବରରୁ ୩୫୫ ନମ୍ବର ରଖି ବେଦ ଲାହୋଟି ସର୍ବଭାରତୀୟ ଟପ୍ପର.. ୩୪୬ ନମ୍ବର ସହିତ ୨ୟ ସ୍ଥାନରେ ଆଦିତ୍ୟ..

ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ ଘୁଞ୍ଚିଲା.. ଜୁନ ୧୦ ତାରିଖ ବଦଳରେ ୧୨ ତାରିଖରେ ହୋଇପାରେ ଶପଥ ଗ୍ରହଣ ସମାରୋହ..

ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଶିଶୁ ପୁତ୍ର ଚୋରି ଅଭିଯୋଗ.. ପ୍ରସୂତୀ ବିଭାଗରୁ ଜଣେ ମହିଳା ଚୋରି କରିନେଇଥିବା ଅଭିଯୋଗ..

ଜୁନ୍ ୧୦ରେ ଶପଥ ନେବେ ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ..

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories