www.samajalive.in
Saturday, December 6, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

୭ ରାଜ୍ୟର ୧୩ ବିଧାନସଭା ଆସନ‌ରେ ଉପନିର୍ବାଚନ.. ଜୁଲାଇ ୧୦ରେ ମତଦାନ, ୧୩ରେ ଫଳାଫଳ ଘୋଷଣା..

ସିକ୍କିମ ମୁଖ୍ୟମନ୍ତ୍ରୀଭାବେ ଶପଥ ନେଲେ ପ୍ରେମ ସିଂ ତମାଙ୍ଗ..

- Advertisement -

ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ..

ମଣିପୁର ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂହଙ୍କ କାରକେଡକୁ ଗୁଳିମାଡ଼.. କୁକୀ ସମ୍ପ୍ରଦାୟ ପକ୍ଷରୁ ଗୁଳିମାଡ଼ ହୋଇଥିବା ସୂଚନା.. ଗୁଳିମାଡ଼ ସମୟରେ କାରକେଡରେ ମୁଖ୍ୟମନ୍ତ୍ରୀ ନ ଥିବା ଜଣାପଡ଼ିଛି..

ପ୍ରଚଣ୍ଡ ତାତି ନେଇ ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି.. ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ ଓ ନୂଆପଡା ଜିଲ୍ଲାପାଳଙ୍କୁ ଚିଠି..

ରାଜ୍ୟରେ ଅଂଶୁଘାତ ଜନିତ ମୃତ୍ୟୁ ସଂଖ୍ୟା ୪୧ରେ ପହଞ୍ଚିଛି.. ଏନେଇ ଏସଆରସିଙ୍କ ରିପୋର୍ଟରେ ଉଲ୍ଲେଖ..

ରାଜ୍ୟରେ ହୋଇ ନାହିଁ ମୌସୁମୀ ବର୍ଷା..

ଚିନ୍ତା ବଢାଇଲାଣି ଡେଙ୍ଗୁ ରୋଗ.. ଚଳିତ ବର୍ଷ ରାଜ୍ୟରେ ଏଯାଏଁ ୨୩୫ ଡେଙ୍ଗୁରୋଗୀ ଚିହ୍ନଟ..

ବୁଧବାର ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ.. କାର୍ଯ୍ୟକ୍ରମ ନେଇ ପୁଲିସ କମିଶନର ସଞ୍ଜୀବ ପଣ୍ଡାଙ୍କ ପକ୍ଷରୁ ସୂଚନା.. ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି..

ନୟାଗଡରେ ଚାଞ୍ଚଲ୍ୟ.. ଶାଶୁଙ୍କ ଗଳାକାଟି ହତ୍ୟା କଲା ଜ୍ୱାଇଁ..

 

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories