www.samajalive.in
Monday, December 8, 2025
24.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ରିଆମାଳ ବ୍ଲକର ପୂର୍ବତନ ଆକାଉଣ୍ଟସ ଅଫିସର ରାଜେନ୍ଦ୍ର ଦାସଙ୍କ ୮କୋଟିର ସମ୍ପତି.. ଆୟଠାରୁ ୫୧୪% ଅଧିକ ସମ୍ପତି ଆହରଣ କରିଥିବା କହିଲା ଭିଜିଲାନ୍ସ.. ଲାଞ୍ଚ ସହ ଆୟବହିର୍ଭୁତ ସମ୍ପତି ମାମଲା ମଧ୍ୟ ରୁଜୁ କଲା ଭିଜିଲାନ୍ସ..

ନୂଆପଡ଼ା ଜିଲା କୋମନା ରେଞ୍ଜ ବିଜାଖମନ ଜଙ୍ଗଲରେ ଭାଲୁ ଆକ୍ରମଣ.. ପାଟ୍ରୋଲିଂ ବେଳେ ବନ କର୍ମଚାରୀଙ୍କୁ ଭାଲୁ ଆକ୍ରମଣ.. ୪ କର୍ମଚାରୀ ଗୁରୁତର, ନୂଆପଡ଼ା ସ୍ଥାନାନ୍ତର..

- Advertisement -

ୟୁନାଇଟେଡ୍‌ ପ୍ରୋଗ୍ରେ‌ସ୍‌ ଆଲିଆନ୍ସ (ୟୁପିଏ)ର ନାମ ପରିବର୍ତ୍ତନ ହୋଇ ଇଣ୍ଡିଆନ୍‌ ନେସ୍‌ନାଲ୍‌ ଡେମୋକ୍ରାଟିକ ଇନ୍‌କ୍ଲୁସିଭ୍‌ ଆଲିଆନ୍ସ (ଇଣ୍ଡିଆ) ହୋଇଥିବା ସୂଚନା..

ଇ-ସିଗାରେଟ ବିକ୍ରୟ କରୁଥିବା ୧୫ ୱେବସାଇଟକୁ ସରକାରୀ ନୋଟିସ କଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ..

ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା.. ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା.. ୧୯ ରୁ ୨୨ ଯାଏଁ ବିସ୍ତୃତ ବର୍ଷା ନେଇ ପାଣିପାଗ କେନ୍ଦ୍ରର ସୂଚନା.. କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା..

‘ମୋଦୀ ସାଙ୍ଗିଆ’ ମନ୍ତବ୍ୟ.. ଆସନ୍ତା ୨୧ରେ ସୁପ୍ରିମକୋର୍ଟରେ ଶୁଣାଣି.. କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପିଟିସନ ଉପରେ ଶୁଣାଣି କରିବେ ସର୍ବୋଚ୍ଚ ନ୍ୟାୟାଳୟ..

ଜାମ୍ମୁ କାଶ୍ମୀରରେ ମିଳିତ ଅପରେସନରେ ୪ ଆତଙ୍କବାଦୀ ନିହତ..

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ .. ଆଜି କେରଳରେ ଛୁଟି ଘୋଷଣା..

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଭଦ୍ରକ-ଖଡଗପୁର ମେମୁ ଟ୍ରେନ୍‌ .. ଲୁପ୍‌ ଲାଇନରେ ପଶିଗଲା ଟ୍ରେନ୍‌.. ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁଁ ଟଳିଗଲା ବିପଦ..

ସାହାରା ନିବେଶକଙ୍କ ଟଙ୍କା ଫେରସ୍ତ ପାଇଁ ରିଫଣ୍ଡ ପୋର୍ଟାଲ.. ପୋର୍ଟାଲର ଶୁଭାରମ୍ଭ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା..

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories