www.samajalive.in
Monday, December 8, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଏନଏସଏ ମୁଖ୍ୟ ଅଜିତ ଡୋଭାଲଙ୍କ କାର୍ଯ୍ୟକାଳ ବଢ଼ିଲା.. ତୃତୀୟ ଟର୍ମ ପାଇଁ ଏନଏସଏ ମୁଖ୍ୟ ରହିବେ ଅଜିତ ଡୋଭାଲ..

ପଦ ବଜାୟ ରଖିଲେ ବରିଷ୍ଠ ପ୍ରଶାସକ ପ୍ରମୋଦ କୁମାର ମିଶ୍ର.. ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ପଦ ବଜାୟ ରଖିଲେ.. ଗୁଜରାଟ କ୍ୟାଡରର ପୂର୍ବତନ ଆଇଏଏସ ଓଡ଼ିଆ ପୁଅ ପ୍ରମୋଦ କୁମାର ମିଶ୍ର..

- Advertisement -

ଭୁବନେଶ୍ୱର ପଳାଶୁଣି ଛକରେ ସିରିଜ ଦୁର୍ଘଟଣା.. ୪ଟି କାର୍‌କୁ ପିଟିଲା ଟ୍ରକ୍‌.. ଜାତୀୟ ରାଜପଥରେ ଉତ୍ତେଜନା..

ନାଗପୁର ସହରରେ ବାରୁଦ ତିଆରି କାରଖାନାରେ ବିସ୍ଫୋରଣ, ୫ ମୃତ..

ବିଏସ୍ ୟେଦିୟୁରପ୍ପାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି.. ନାବାଳିକାକୁ ଯୌନ ନିର୍ଯାତନା ଅଭିଯୋଗ..

ରାଜ୍ୟ ଅତିଥି ଭବନ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ.. ରାଜ୍ୟ ଅତିଥି ଭବନର ପ୍ରଥମ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ କରାଯାଇଛି..

ରାଜ୍ୟରୁ ୫-ଟି ବ୍ୟବସ୍ଥା ଓ ମୋ ସରକାର ବୋର୍ଡ ହଟାଇବାକୁ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ..

ନୂଆ ସରକାର ପ୍ରତିଶୋଧ ପରାୟଣ ନହୋଇ ପ୍ରତିଶ୍ରୁତି ପାଳନ କରିବେ ବୋଲି ଆଶା.. କହିଲେ ବିଜେଡି ନେତା ଶଶୀଭୂଷଣ ବେହେରା..

ନିଟ୍‌ ଉପରେ ବଡ଼ ନିଷ୍ପତ୍ତି.. ଗ୍ରେସ୍‌ ମାର୍କ ରଦ୍ଦ, ଆଉଥରେ ପରୀକ୍ଷା ଦେବେ ୧୫୬୩ ଛାତ୍ରଛାତ୍ରୀ..

ଅରୁଣାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପେମା ଖାଣ୍ଡୁ, ଚାଓନା ମୀନ୍‌ ଉପମୁଖ୍ୟମନ୍ତ୍ରୀ..

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା କୋର୍ଟରୁ ମିଳିଲା ଜାମିନ.. ବୁଥରେ ଇଭିଏମ ଭଙ୍ଗାରୁଜା ମାମଲାରେ ବୁଧବାର ହାଇକୋର୍ଟରୁ ମିଳିଥିଲା ଜାମିନ..

ଓଡ଼ିଶାର ୬୭ଟି ସ୍ଥାନରେ ସିବିଆଇ ଚଢାଉ.. ପୋଷ୍ଟାଲ୍‌‌ ପରୀକ୍ଷାରେ ଜାଲ ସାର୍ଟିପିକେଟ ନେଇ ସିବିଆଇ ଚଢାଉ.. କଳାହାଣ୍ଡି, ନୂଆପଡା, ମୟୂରଭଞ୍ଜ, ବାଲେଶ୍ୱର, ରାୟଗଡା, କନ୍ଧମାଳ, କେନ୍ଦୁଝର, ଭଦ୍ରକରେ ରେଡ.. ଚଢାଉରେ ୧୨୨ଜଣ ଅଧିକାରୀ ସାମିଲ..

ରଜରେ ପ୍ରବଳ ଗୁଳୁଗୁଳି ସମ୍ଭାବନା.. ଫିକା ପଡିବ ସଜବାଜ..

ସକାଳ ମଙ୍ଗଳ ଆଳତୀ ପରେ ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ଵାର.. ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ..

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଗାଁ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି.. ସୁଆଣ୍ଡୋରେ ପହଞ୍ଚି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ..

ମହାପ୍ରଭୁଙ୍କୁ ଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା.. ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ଆସିଛି ନୂଆ ସରକାର.. ତାଙ୍କରି ଆଶୀର୍ବାଦରେ ଖୋଲାଗଲା ଶ୍ରୀମନ୍ଦିର ଚାରିଦ୍ଵାର..

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories