www.samajalive.in
Sunday, December 7, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଜେପି ନଡ୍ଡାଙ୍କୁ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ବ.. ରାଜ୍ୟସଭାର ନେତା ଭାବେ ନିଯୁକ୍ତ ହେଲେ ନଡ୍ଡା.. ଏହି ପଦବୀରେ ନଡ୍ଡା ପୀୟୁଷ ଗୋୟଲଙ୍କ ସ୍ଥାନ ନେଇଛନ୍ତି..

ଭାରତର ବିଭିନ୍ନ ତୀର୍ଥକ୍ଷେତ୍ରକୁ ଓଡ଼ିଶାରୁ ଗଡ଼ିବ ବସ୍.. ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ସମୀକ୍ଷା କରି ସୂଚନା ଦେଇଛନ୍ତି ମନ୍ତ୍ରୀ ବିଭୁତି ଭୂଷଣ ଜେନା..

- Advertisement -

ବୀରମହାରାଜପୁର ଥାନାରେ ସର୍ପ ଦଂଶନରେ ସାପ ଧରାଳୀ ମୃତ..

ସମ୍ବଲପୁରରେ ବ୍ୟାପିଛି କାମଳ, ୭୬ ଆକ୍ରାନ୍ତ.. ସ୍ଥିତି ଅନୁଧ୍ୟାନ କଲେ ସ୍ୱାସ୍ଥ୍ୟ ନିର୍ଦେଶାଳୟର ୨ ଜଣିଆ ଟିମ୍..

କୋରାପୁଟ ଜିଲାର ନାରାୟଣପାଟଣା ଅଞ୍ଚଳରେ ଅଜଣା ରୋଗରେ ୪ ଶିଶୁଙ୍କ ମୃତ୍ୟୁ..

୫-ଟି ସ୍କୁଲ ରୂପାନ୍ତରଣରେ ଦୁର୍ନୀତି ହୋଇଥିଲେ ତଦନ୍ତ ହେବ: ଗଣଶିକ୍ଷା ମନ୍ତ୍ରୀ..

ସାଂସଦ ଭାବେ ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ..

୨୬ରୁ ବଢିବ ବର୍ଷା.. ଜୁନ୍ ୨୬ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ..

ସୁପ୍ରିମକୋର୍ଟରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ୱସ୍ତି.. କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ୍ ଉପରେ ଦିଲ୍ଲୀ ହାଇକୋର୍ଟ ଲଗାଇଥିବା ରୋକକୁ ହଟାଇବା ପାଇଁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି..

ନିଜ ଗାଁ ମାଟିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ.. ବିରାଟ ରୋଡ୍‌‌ ଶୋ’ରେ କେନ୍ଦୁଝର ଜିଲାର ରାଇକଳା ଗାଁକୁ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ.. ଫୁଲ ପକାଇ ବିପୁଳ ସ୍ୱାଗତ କଲେ ଅଞ୍ଚଳବାସୀ..

ରାଜ୍ୟରେ ଦର ବୃଦ୍ଧିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର.. ହୋଡିଂ ଉପରେ ନଜର ରଖିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ.. ଆଳୁ, ପିଆଜ ଯୋଗାଇବାକୁ ନାଫେଡକୁ କୁହାଯିବ.. ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ହେବ, ମୁଖ୍ୟମନ୍ତ୍ରୀଙ୍କ ସହ ଏସମ୍ପର୍କରେ ଆଲୋଚନା ହୋଇଛି..

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories