www.samajalive.in
Sunday, December 7, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଆରମ୍ଭ ହେଲା ୯୬ ହଜାର କୋଟିର ୫-ଜି ସ୍ପେକ୍ଟ୍ରମ୍ ନିଲାମ..

ଏନଟିଏ ପରୀକ୍ଷା ବିବାଦ.. ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ..

- Advertisement -

ପ୍ରାକ୍ ବଜେଟ୍ ବୈଠକ.. ବାଣିଜ୍ୟ ଓ ସେବା ପ୍ରତିନିଧିଙ୍କ ସହ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଆଲୋଚନା..

ଥାନା ଭିତରେ ସାପ ଖେଳାଇବା ଘଟଣା.. ସାପଧରାଳିଙ୍କ ମୃତ୍ୟୁ ପରେ ତଦନ୍ତ ନିର୍ଦ୍ଦେଶ ଦେଲେ ପିସିସିଏଫ୍‌..

ତାମିଲନାଡୁ ବିଷାକ୍ତ ମଦ ମୃତ୍ୟୁ ଘଟଣା.. ନିଜ ଆଡୁ ମାମଲା ରୁଜ୍ଜୁ କରି ରିପୋର୍ଟ ମାଗିଲେ ଜାତୀୟ ମାନବାଧିକାର ଆୟୋଗ..

ବର୍ଷା ସତ୍ତ୍ୱେ ଦିଲ୍ଲୀରେ ଜଳ ସଙ୍କଟ ଜାରି, କେନ୍ଦ୍ର ଚୁପ୍..

ପୁରୀ : ଏଥର ଶ୍ରଦ୍ଧାଳୁଙ୍କ ପାଇଁ ନବଯୌବନ ଦର୍ଶନ ବନ୍ଦ..

ପୁଣି ଲୋକସଭା ବାଚସ୍ପତି ହୋଇପାରନ୍ତି ଓମ୍ ବିର୍ଲା.. ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ଓମ୍ ବିର୍ଲା..

ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ କ୍ଵାର୍ଟର୍ସ ଭଙ୍ଗା ପ୍ରସଙ୍ଗ.. କହିଲେ ନିୟମ ଅନୁସାରେ ଭଙ୍ଗା ଯାଉଛି.. ଜିଏ ବିଭାଗ ନୋଟିସ୍ କରିଥିଲେ.. ୧୫ ସୁଦ୍ଧା ଛାଡିବି କ୍ଵାର୍ଟର୍ସ.. ଯେମିତି ନେଇଥିଲି ସେମିତି ଛାଡ଼ିବି..

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ.. ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା..

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories