www.samajalive.in
Sunday, December 7, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ରାଜ୍ୟ କଂଗ୍ରେସରେ ବଢି ଚାଲିଛି ଦଳୀୟ କନ୍ଦଳ.. ପିସିସି ସଭାପତିଙ୍କ ଇସ୍ତଫା ଦାବି..

କଲକାତା ଓ ପଶ୍ଚିମବଙ୍ଗର ଅନ୍ୟ ଜିଲାରେ ଥିବା ବିଜେପି ଅଫିସ ଭାଙ୍ଗିଲା ପ୍ରଶାସନ.. ବିଜେପି କର୍ମୀଙ୍କ ବିରୋଧ..

- Advertisement -

ଦିଲ୍ଲୀ ଏମ୍ସ୍‌ରୁ ଡିସଚାର୍ଜ ହେଲେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ..

ସମ୍ବଲପୁର ଜିଲା ଯୁଯୋମୁରା ବ୍ଲକ ଘେନୁପାଲି ପଞ୍ଚାୟତର ବୁଦେଲଛିଣ୍ଡା ଗାଁରେ ଅଭାବନୀୟ ଘଟଣା.. ବାପାକୁ ପିଟି ପିଟି ହତ୍ୟା କଲା ପୁଅ.. ଅଭିଯୁକ୍ତ ପୁଅ ଗିରଫ..

ଦିଲ୍ଲୀ ସମେତ ଦେଶର ୬୧ ରେଳ ଷ୍ଟେସନରେ ଖୋଲିବ ଜନୌଷଧି କେନ୍ଦ୍ର..

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ.. ଆଗାମୀ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା.. ଗତ ୨୪ ଘଣ୍ଟାରେ ୮ଟି ସ୍ଥାନରେ ହୋଇଛି ପ୍ରବଳ ବର୍ଷା..

ନନ୍ଦନକାନନରେ ଆଖି ବୁଜିଲା ବାଘୁଣୀ ସାରା..

ଦିଲ୍ଲୀରେ ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ.. ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତି ପରିଡା ବି ଭେଟିଲେ..

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି.. ସରକାରଙ୍କ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସମେତ ଆଗାମୀ ଭବିଷ୍ୟତ କାର୍ଯ୍ୟପନ୍ଥା ବିଷୟରେ ରାଷ୍ଟ୍ରପତି ଗୃହକୁ ସମ୍ବୋଧିତ କରିଥିଲେ..

ଭଦ୍ରକ ଚାନ୍ଦବାଲି ଥାନା ସମ୍ମୁଖରେ ଦଳିତ ମହିଳାଙ୍କୁ ପୁଲିସ୍ ଘୋଷାଡି ନେବା ଘଟଣା.. ଜଣେ ଏଏସଆଇ, ଜଣେ କନେଷ୍ଟବଳ ଓ ଜଣେ ହୋମଗାର୍ଡଙ୍କୁ ବଦଳି..

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories