www.samajalive.in
Saturday, December 6, 2025
19.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରୁ ଅବସର ଘୋଷଣା କଲେ ରବୀନ୍ଦ୍ର ଜାଡେଜା.. ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ପରେ ଜାଡେଜାଙ୍କ ଘୋଷଣା..

ଚଲ୍ଲା ଶ୍ରୀନିବାସୁଲୁ ଶେଟ୍ଟୀ ହେବେ ଷ୍ଟେଟ ବ୍ୟାଙ୍କର ନୂଆ ଅଧ୍ୟକ୍ଷ..

- Advertisement -

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ମନୋଜ ଆହୁଜା..

ଆସନ୍ତାକାଲିଠୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ.. ପ୍ରତି ସୋମବାର ଶୁଣିବେ ଗୁହାରି..

ସେନା ମୁଖ୍ୟ ଭାବେ ଦାୟିତ୍ବ ନେଲେ ଜେନେରାଲ ଉପେନ୍ଦ୍ର ଦ୍ଵିବେଦୀ..

ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଉତ୍ସବ ଉପଲକ୍ଷେ ଶତାୟୁ ତଥା ଓଡ଼ିଶାର ଲୋକପ୍ରିୟ ଦୈନିକ ଖବରକାଗଜ ‘ସମାଜ’ ପକ୍ଷରୁ ଜିଲାସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା.. ବିଷୟବସ୍ତୁ- ଗୋପବନ୍ଧୁଙ୍କ ସ୍ଵପ୍ନରେ ଓଡ଼ିଶାର ବିକାଶ..

ସେପ୍ଟେମ୍ବର ୧୭ରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ.. ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନ ଅବସରରେ ରିଲିଜ୍ ହେବ ସୁଭଦ୍ରା ଟଙ୍କା.. ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା.. ମୋଦୀ ଓଡ଼ିଶା ଆସି ଲଞ୍ଚ୍ କରିବେ ଯୋଜନା.. ମହିଳାଙ୍କୁ ୫୦ ହଜାର ଟଙ୍କାର ଦିଆଯିବ ଭାଉଚର..

ଲଘୁଚାପ ପ୍ରଭାବରେ ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିବ ବର୍ଷା.. ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା.. ଆସନ୍ତାକାଲିଠୁ କମିବ ବର୍ଷାର ପରିମାଣ, ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ..

ମନ୍ କି ବାତ୍ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବିଧାନ ଏବଂ ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ବିଶ୍ୱାସକୁ ଦୋହରାଇବା ପାଇଁ ଦେଶବାସୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି.. ନିର୍ବାଚନ ଆୟୋଗଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ମଧ୍ୟ ସେ ପ୍ରଶଂସା କରିଛନ୍ତି..

ଭୁବନେଶ୍ଵର ପ୍ରଦର୍ଶନୀ ପଡ଼ିଆରେ ବିଜେପିର ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ.. କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ କୃତଜ୍ଞତା ଜଣାଇଲେ ସଭାପତି ମନମୋହନ ସାମଲ, ବିଜେପିର ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମନ୍‌ କୀ ବାତ୍ ଶୁଣିଲେ ନେତା ଓ କର୍ମୀ..

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories