www.samajalive.in
Sunday, December 7, 2025
18.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଉତ୍ତରପ୍ରଦେଶରେ ବଡ ଅଘଟଣ.. ସତସଙ୍ଗରେ ଦଳାଚକଟାରେ ୨୭ ମୃତ.. ହାଥରସ୍ ଫୁଲୁରୀ ଗାଁରେ ସତସଙ୍ଗ ବେଳେ ଏହି ଦଳାଚକଟା ଘଟିଥିବା ସୂଚନା..

ରାହୁଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ.. ଲୋକସଭା ବାଚସ୍ପତିଙ୍କୁ ଅନୁରୋଧ କଲେ ବାଂସୁରୀ ସ୍ୱରାଜ..

- Advertisement -

ଭଦ୍ରକ ଜିଲା ବାସୁଦେବପୁରରେ ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ..

ଖୋଲିବ ପୂର୍ବ ସରକାରରେ ବନ୍ଦ ହୋଇଯାଇଥିବା ସ୍କୁଲ.. କହି​‌ଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ..

କେଜ୍ରିଓ୍ବାଲଙ୍କ ଆବେଦନ ପରେ ସିବିଆଇକୁ ନୋଟିସ ଜାରି କଲେ ଦିଲ୍ଲୀ ହାଇକୋର୍ଟ..

ସିଲ୍ ହେଲା ଯାଜପୁର ଧର୍ମଶାଳାର ବଲ୍ଲେ ବଲ୍ଲେ ଢ଼ାବା..

ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା(ଏନବିଡବ୍ଲ୍ୟୁ) ଜାରି ..

ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ.. ଚଳିତ ଥର ଦୁଇ ଦିନ ଧରି ରଥଯାତ୍ରା ହେବାକୁ ଥିବାରୁ ସରକାରୀ ଭାବେ ଦୁଇ ଦିନ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ.. ପୁରୀରେ ସମୀକ୍ଷା ବୈଠକ ପରେ ଘୋଷଣା..

ସମସ୍ତ ଭତ୍ତା ହେବ ୩ହଜାର ଟଙ୍କା.. ବାର୍ଦ୍ଧକ୍ୟ, ବିଧବା, ଦିବ୍ୟାଙ୍ଗ ଭତ୍ତା ୩ହଜାର ଟଙ୍କା ହେବ..

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ ଘଟଣା .. ଏୟାରଫିଲ୍ଡ ଥାନା ଅଞ୍ଚଳରୁ ଅଭିଯୁକ୍ତକୁ ଗିରଫ କଲା ପୁଲିସ୍..

ରାଜଗାଙ୍ଗପୁର : ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍ ..

ରାଜ୍ୟରେ ବଢିବ ବର୍ଷା.. ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ସବୁଠି ଜାରି ରହିବ ବର୍ଷା.. ବିଜୁଳି ଘଡଘଡି ନେଇ ୧୧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି..

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories