www.samajalive.in
Sunday, December 7, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ରଥଯାତ୍ରା ଶୃଙ୍ଖଳିତ ଓ ସୁପରିଚାଳନା ପାଇଁ ଡିଜିପିଙ୍କ ବୈଠକ.. ଟାଉନ ହଲରେ ବରିଷ୍ଠ ଅଧିକାରୀଙ୍କୁ ନେଇ ଡିଜିପିଙ୍କ ବୈଠକ.. ଟ୍ରାଫିକ୍ ନିୟନ୍ତ୍ରଣ, ଆଇନ ଶୃଙ୍ଖଳା ଓ ଭିଡ ନିୟନ୍ତ୍ରଣ ଉପରେ ଗୁରୁତ୍ବ..

ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ୍.. ରାଜଭବନରେ ଶପଥ ପାଠ କରାଇଲେ ରାଜ୍ୟପାଳ.. କାଲି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଚମ୍ପାଇ ସୋରେନ୍

- Advertisement -

ହାତ୍ରାସ୍‌ ଦଳାଚକଟା ଘଟଣା, ୬ ଗିରଫ.. ଫେରାର ସେବାୟତ ନାଁରେ ୧ ଲକ୍ଷ ଟଙ୍କା ପୁରସ୍କାର..

ବଲ୍ଲେ ବଲ୍ଲେ ଢାବା ସିଲ୍ ଘଟଣା.. ହାଇକୋର୍ଟ ଗଲେ ବିଜେଡି ନେତ୍ରୀ ଏଲିନା ଦାସ.. ଦାଖଲ କଲେ ରିଟ୍ ପିଟିସନ୍..

ଗୁଣିଗାରେଡି ସନ୍ଦେହରେ ମହିଳାଙ୍କୁ ହତ୍ୟା କଲେ ପଡ଼ୋଶୀ.. ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅନ୍ତର୍ଗତ ନିଶ୍ଚିତପୁର ଗ୍ରାମରେ ଘଟିଛି ହତ୍ୟାକାଣ୍ଡ..

ଜୁଲାଇ ୮ରେ ଖୋଲିବନି ରତ୍ନଭଣ୍ଡାର.. ସୂଚନା ଦେଲେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ..

ରାଜ୍ୟରେ ବିପର୍ଯ୍ୟୟ ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ.. ବିପର୍ଯ୍ୟୟ ପରିଚାଳନା ବୈଠକ ପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା..

ନୂଆ ସରକାର ଗଠନର ୩ ସପ୍ତାହ ପରେ ଆଜିଠାରୁ ଲୋକସେବା ଭବନ(ସଚିବାଳୟ)ରୁ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ.. ମନ୍ତ୍ରିିମଣ୍ଡଳ ଶପଥ ନେବା ପରଠାରୁ ରାଜ୍ୟ ଅତିଥି ଭବନରୁ କାର୍ଯ୍ୟ କରୁଥିଲେ ମୁଖ୍ୟମନ୍ତ୍ରୀ..

ଅନୁଗୁଳ ରାଧାରମଣପଡାଠାରେ ଏକ ଘରୋଇ କଲେଜ ବସ୍‌ରେ ଲାଗିଲା ନିଆଁ.. ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସୂଚନା.. ନିଆଁକୁ ଆୟତ୍ତ କଲେ ଅଗ୍ନିଶମ କର୍ମଚାରୀ..

 

Hot this week

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

Related Articles

Popular Categories