www.samajalive.in
Friday, December 12, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ତାଲା ଭଙ୍ଗାଯାଇ ଭିତର ରତ୍ନ ଭଣ୍ଡାର ଖୋଲାଯାଇଛି.. ଚାବିରେ ତାଲା ନ ଖୋଲିବାରୁ ତାଲା ଭଙ୍ଗାଯାଇ ଭିତର ରତ୍ନ ଭଣ୍ଡାର ଖୋଲିଛି ୧୧ ଜଣିଆ ଟିମ୍..  ଭିତର ରତ୍ନ ଭଣ୍ଡାର ତାଲା ଭାଙ୍ଗିବା ପରେ ତାକୁ ସିଲ୍ କରିଦିଆଯାଇଛି.. ରତ୍ନ ଭଣ୍ଡାରର ବାହାର ତାଲା ଖୋଲିବା ପରେ ମିଳିଥିବା ସମସ୍ତ ଅଳଙ୍କାରକୁ ସ୍ଥାନାନ୍ତର କରାଯାଇଛି.. ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା..

କଟକର ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ ଘଟଣା.. ଶିଶୁଭବନରେ ଚିକିତ୍ସାଧୀନ ଅବସ୍ଥାରେ ୧୧ଦିନର ଶିଶୁର ମୃତ୍ୟୁ..

- Advertisement -

ଦିଗପହଣ୍ଡି: ବିଦ୍ୟୁତ ଆଘାତରେ ୧୦ ଗୁରୁତର.. ଫାଶିଗୁଡ଼ା ଗାଁରେ ଠାକୁରାଣୀ ଯାତ୍ରାରେ ରାମାୟନ ନାଟକ ପରିବେଷଣ ସମୟରେ ଘଟିଛି ଅଘଟଣ..

ରତ୍ନଭଣ୍ଡାରରେ ପ୍ରବେଶ ପୂର୍ବରୁ ଅସୁସ୍ଥ ହୋଇପଡ଼ିଲେ ପୁରୀ ଏସପି ପିନାକ ମିଶ୍ର.. ଡା. ସି.ବି.କେ. ମହାନ୍ତି ଏସପିଙ୍କୁ ଚିକିତ୍ସା କରିଥିବା ସୂଚନା.. ବାହାରକୁ ଆସି ଏସପି ପିନାକ ମିଶ୍ର, କହିଲେ ‘ମୁଁ ସୁସ୍ଥ ଅଛି..

୪୬ ବର୍ଷ ପରେ ଖୋଲିଲା ଶ୍ରୀମନ୍ଦିର ରତ୍ନ ଭଣ୍ଡାର.. ନିର୍ଦ୍ଧାରିତ ସମୟ ୧ଟ ୨୮ରେ ଆରମ୍ଭ ହେଲା ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା..

ବଙ୍ଗୋପସାଗରରେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା.. ୪ ଦିନ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ.. ୧୪ଏବଂ ୧୫ରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ..

Hot this week

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

Related Articles

Popular Categories