www.samajalive.in
Sunday, December 7, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ହଜିଯିବ ଇମ୍ରାନ ଖାନଙ୍କ ରାଜନୈତିକ ଅସ୍ତିତ୍ଵ.. ପିଟିଆଇକୁ ନିଷେଧ ପାଇଁ ସାହବାଜଙ୍କ ନିଷ୍ପତ୍ତି..

କେଦାରନାଥରୁ ୨୨୮ କେ.ଜି ସୁନା ଗାଏବ.. ଶଙ୍କରାଚାର୍ଯ୍ୟଙ୍କ ଅଭିଯୋଗକୁ ନେଇ ବିବାଦ..

- Advertisement -

ମୋଦିଙ୍କୁ ଭେଟିଲେ ହେମନ୍ତ ସୋରେନ.. ୩ ବର୍ଷ ପରେ ହେଲା ଦେଖାସାକ୍ଷାତ..

କୋମାକୁ ଯାଇପାରନ୍ତି କେଜ୍ରିୱାଲ.. ଆଶଙ୍କା ପ୍ରକାଶ କଲେ ଆପ୍ ସାଂସଦ ସଞ୍ଜୟ ସିଂ..

ବାହୁଡା ଯାତ୍ରା, ଚାଲିଛି ରଥଟଣା.. ଶ୍ରୀମନ୍ଦିର ଅଭିମୁଖେ ତାଳଧ୍ୱଜ ରଥ..ପରେ ଦର୍ପଦଳନ ଓ ନନ୍ଦିଘୋଷ ରଥଟଣା ହେବ..

ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡିସ୍ଥିତ ଟୁରି ନଦୀର ଅସ୍ଥାୟୀ ପୋଲ ଉପରେ ଦୁଇ ଫୁଟ୍ ଉଚ୍ଚର ପାଣି ପ୍ରବାହିତ..

ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ.. ଉପମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ମନ୍ତ୍ରୀମାନେ ବି ଉପସ୍ଥିତ ଥିଲେ..

ଉତ୍ତରପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି..

ଦର୍ପଦଳନ ରଥରେ ଚଢ଼ିଲେ ଅଣସେବାୟ.. ୨ ଜଣଙ୍କ ନାମରେ ଏତଲା..

ଜିଲାରେ ଖୋଲିବ ପରିବା ମଣ୍ଡି.. ଅଧିକ ଆଳୁ, ପିଆଜ ଉତ୍ପାଦନ ଉପରେ ଦିଆଯିବ ଗୁରୁତ୍ୱ- ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର..

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories