www.samajalive.in
Saturday, December 6, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ କାର୍ଯ୍ୟକ୍ରମର ସମୀକ୍ଷା.. ଚଳିତ ବର୍ଷ ଅନ୍ୟୁନ ୧୦ ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ..

ଜଷ୍ଟିସ୍ ଏନ୍ କୋଟିଶ୍ୱର ସିଂହ ଓ ଆର୍ ମହାଦେବନ ସୁପ୍ରିମକୋର୍ଟର ବିଚାରପତି ନିଯୁକ୍ତ.. ଉଭୟଙ୍କୁ ବିଚାରପତି ଭାବେ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

- Advertisement -

ୟୁପି ଶିକ୍ଷକଙ୍କୁ ଆଶ୍ବସ୍ତି.. ୨ ମାସ ପାଇଁ ସ୍ଥଗିତ ରହିଲା ଡିଜିଟାଲ ଉପସ୍ଥାନ..

ଆଫଗାନିସ୍ତାନ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି, ୩୫ ମୃତ..

ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍‌.. ୧ ଲକ୍ଷ ୧୦ ହଜାର ଟଙ୍କା ଜରିମାନା.. ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫୁଲବାଣୀ ସ୍ୱତନ୍ତ୍ର ପୋକ୍ସୋ ଅଦାଲତର ବିଚାରପତି ରାଜେଶ ଦାସ ଦୋଷୀକୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି..

ଚନ୍ଦ୍ରରେ ବଡ଼ ଗୁମ୍ଫା ଆବିଷ୍କାର କଲେ ବୈଜ୍ଞାନିକ.. ଯେଉଁଠାରେ ସ୍ଥାପନ ହୋଇପାରିବ ଜନବସତି..

ରତ୍ନଭଣ୍ଡାର ଖୋଲାଯିବା ସମ୍ପର୍କରେ ତଦାରଖ କମିଟିର ବୈଠକ.. ସୁନାବେଶ ପାଇଁ ଟ୍ରାଫିକ ଓ ଭିଡ ନିୟନ୍ତ୍ରଣ ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯିବ- ପୁରୀ ଏସପି..

ରତ୍ନଭଣ୍ଡାର ପ୍ରସଙ୍ଗରେ ମୁଖ୍ୟ ପ୍ରଶାସକଙ୍କ ସୂଚନା.. ପୁରୁଣା ଭଙ୍ଗା ତାଲା ଓ ନୂଆଚାବି ସବୁ ଟ୍ରେଜେରିରେ ରଖାଯାଇଛି.. ଜଷ୍ଟିସ୍‍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଆଜିର ବୈଠକ ହୋଇଛି..

ନବରଙ୍ଗପୁର : ସ୍କୁଲରେ ଛାତ୍ରଛାତ୍ରୀ ପାଠ ପଢୁଥିବା ସମୟରେ ହଠାତ୍‌ ପଶି ଆସିଲା ଭାଲୁ..

ଆସନ୍ତା ଗୁରୁବାର ଦିନ ସକାଳ ୯ଟା ୫୧ ମିନିଟରୁ ୧୨ଟା ୧୫ ପର୍ଯ୍ୟନ୍ତ ଶୁଭ ମୁହୂର୍ତ୍ତରେ ଭିତର ଭଣ୍ଡାର ତାଲା ଖୋଲାଯିବ.. ଗୁରୁବାର ଦିନ ଭକ୍ତମାନଙ୍କ ପାଇଁ ମନ୍ଦିର ପ୍ରବେଶ କଟକଣା ରହିବ.. ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ରଥ ଓ ମୁଖ୍ୟ ପ୍ରଶାସକଙ୍କ ସୂଚନା.. ସକାଳ ୯ଟା ପରେ କମିଟି ସଦସ୍ୟ ଶ୍ରୀମନ୍ଦିରକୁ ପ୍ରବେଶ କରିବେ..

ଏଏସଓ ବୈକୁଣ୍ଠ ପ୍ରଧାନଙ୍କୁ ଆକ୍ରମଣ ଘଟଣାରେ ବର୍ଷିଲା ବିଜେଡି.. ଆକ୍ରମଣ ଘଟଣାକୁ ୧୦ଦିନ ବିତିଲାଣି.. ଆକ୍ରମଣ କରିଥିବା ରାଜ୍ୟପାଳଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ.. ଶଙ୍ଖଭବନରେ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଲେ ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର..

ବର୍ଷାରେ ଭିଜିବ ଓଡିଶା.. ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା.. ଆଗାମୀ ୪ ଦିନ ଯାଏଁ ବର୍ଷା ସତର୍କତା.. ୧୯ ବେଳକୁ ଆସୁଛି ଆଉ ଏକ ଲଘୁଚାପ.. ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା..

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories