www.samajalive.in
Friday, December 5, 2025
20.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

୧୩ ହଜାର କୋଟି ଟଙ୍କାରେ ପହଞ୍ଚିଲା ଜନଜାତି ବ୍ୟାପାର ମନ୍ତ୍ରାଳୟ ବ୍ୟୟ ଅଟକଳ..

ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ.. ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ୧,୬୪,୪୩୭ ଟଙ୍କା..

- Advertisement -

ମାଧ୍ୟମିକ ସ୍ତରରୁ ଅଧାରୁ ପାଠ ଛାଡିବା ହାରରେ ଓଡ଼ିଶା ଦେଶରେ ପ୍ରଥମ..

କଟକ : ମଙ୍ଗରାଜପୁର ଡ୍ୟାମରେ ବୁଡି ୨ ଛାତ୍ର ମୃତ..

ମେକ୍ସିକୋରେ ମଦ କାରଖାନାରେ ଅଗ୍ନିକାଣ୍ଡ, ୫ ଶ୍ରମିକ ମୃତ..

ଭବାନୀ ଶଙ୍କର ଭୋଇ ବିଧାନସଭା ଉପବାଚସ୍ପତି ନିର୍ବାଚିତ..

ରେଳ ପାଇଁ ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ.. ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ..

ଶ୍ରୀଜୀଉଙ୍କ ବନକଲାଗି ନୀତି.. ସନ୍ଧ୍ୟାରେ ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ..

ରତ୍ନ ଅଳଙ୍କାର ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ.. ମରାମତି ପାଇଁ ଏଏସଆଇକୁ ହସ୍ତାନ୍ତର କରାଯିବ ରତ୍ନଭଣ୍ଡାର..

୫୦ ହଜାର ଲାଞ୍ଚ ନେଇ ଫସିଲେ ପାଟଣାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସୁଜିତ କୁମାର ପାଢୀ..

ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ.. ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ..

ସାରା ରାଜ୍ୟରେ ଜାରି ରହିଛି ବର୍ଷା.. ପୂର୍ବ ମଧ୍ୟପ୍ରଦେଶ-ଛତିଶଗଡ ନିକଟରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା..

କାଠମାଣ୍ଡୁ : ବଡ ଅଘଟଣ, ଉଡାଣ ଭରିବା ପରେ ଜଳିଗଲା ବିମାନ.. ବିମାନ ଦୁର୍ଘଟଣା ପରେ ନିଆଁ ଲାଗି ୧୮ ଯାତ୍ରୀଙ୍କ ମୃତ୍ୟୁ ଘଟିଛି..

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories