www.samajalive.in
Saturday, December 6, 2025
23.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଭାରତରେ ପହଞ୍ଚିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା.. ହିଣ୍ଡନ ଏୟାରବେସ୍‌ରେ ପହଞ୍ଚିଥିବା ସୂଚନା..

ରାଜଧାନୀରେ ପ୍ରବଳ ବର୍ଷାରେ ବିଭିନ୍ନ ଅଞ୍ଚଳ ଜଳମଗ୍ନ..

- Advertisement -

ଜେଲ୍‌ରେ ହିଁ ରହିବେ କେଜ୍ରିଓ୍ବାଲ.. ଜାମିନ ଆବେଦନ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ.. ସିବିଆଇ ଗିରଫଦାରୀକୁ ବେଆଇନ ଦର୍ଶାଇ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ କେଜ୍ରିଓ୍ବାଲ, ଯାହାକୁ ଖାରଜ କରି ଦେଇଛନ୍ତି ଅଦାଲତ..

ଶେଖ୍ ହସିନାଙ୍କ ଇସ୍ତଫା ପରେ ଶାସନ ଭାର ହାତକୁ ନେଲା ସେନା..

ବାଂଲାଦେଶ ହିଂସା ନେଇ ବିଏସଏଫକୁ ହାଇ ଆଲର୍ଟ.. ବାଂଲାଦେଶ ସୀମାରେ ମୁତୟନ ବିଏସଏଫର ସବୁ ୟୁନିଟକୁ ଆଲର୍ଟ.. ବାଂଲାଦେଶକୁ ଲାଗିଥିବା ଭାରତର ୪୦୯୬ କିମି ସୀମାରେ ଆଲର୍ଟ..

ଇସ୍ତଫା ଦେଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା.. ସେନାର ଚେତାବନୀ ପରେ ଦେଲେ ଇସ୍ତଫା..

ହସିନାଙ୍କ ବାସଭବନକୁ ଧସେଇ ପସିଲେ ବିକ୍ଷୋଭକାରୀ..

ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ..

ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ.. ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିବା କହିଲେ ମୁଖ୍ୟ ପ୍ରଶାସକ.. ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ଗୁରୁତ୍ୱ.. ରତ୍ନଭଣ୍ଡାର ପ୍ରସଙ୍ଗରେ ଆଲୋଚନା ହୋଇଛି.. ଆନନ୍ଦ ବଜାରରେ ଶୃଙ୍ଖଳାକୁ ନେଇ ଗୁରୁତ୍ୱ..

ଭୁବନେଶ୍ଵର: ଓଡ଼ିଶା ପୁଲିସ ମହାନିର୍ଦେଶକ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ କଲେ ରାଜ୍ୟ ସରକାର.. ୩ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ବାୟୋଡାଟା ମାଗିଲା ଗୃହ ବିଭାଗ..

ଭୁବନେଶ୍ଵର: ଉତ୍ତରପ୍ରଦେଶ ପରେ ପଞ୍ଜାବରୁ ଆଳୁ ଆଣିବାକୁ ରାଜ୍ୟ ସରକାରଙ୍କ ଘୋଷଣା.. ଉତ୍ତରପ୍ରଦେଶ ଆଳୁ ଶୀଘ୍ର ପଚିଯାଉଥିବା କଥାକୁ ମିଛ ବୋଲି କହିଲେ ସରକାର..

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories