www.samajalive.in
Saturday, December 6, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଜେପିରେ ଯୋଗ ଦେଲେ ରବିନ୍ଦ୍ର ଜାଡେଜା..

ସିକ୍କିମର ପାକ୍ୟୋଙ୍ଗ ଜିଲ୍ଲାରେ ସେନା ଗାଡ଼ି ଦୁର୍ଘଟଣାଗ୍ରସ୍ତ..୪ ଯବାନ ସହିଦ..

- Advertisement -

ଓଡ଼ିଶାର ୨ ଜଣଙ୍କ ସମେତ ମୋଟ ୫୦ ଜଣଙ୍କୁ ମିଳିଲା ଜାତୀୟ ଶିକ୍ଷକ ପୁରସ୍କାର.. ଓଡ଼ିଶାର ୨ ଶିକ୍ଷକ ହେଲେ ଦ୍ବିତୀ ଚନ୍ଦ୍ର ସାହୁ ଓ ସନ୍ତୋଷ କୁମାର ..

ଆମେରିକା ସ୍କୁଲରେ ପୁଣି ଗୁଳିକାଣ୍ଡ, ୪ମୃତ..

ପୁରୀ ସମୁଦ୍ରରେ ଭାସୁଛି କଣ୍ଟେନର.. କଣ୍ଟେନର ଦେଖିଲେ ମତ୍ସ୍ୟଜୀବୀ..

ଉତ୍ତର ଆନ୍ଧ୍ର ଉପକୂଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ.. ୯ ଯାଏ ବର୍ଷା, ଗଣେଶ ପୂଜାରେ ବର୍ଷା ସମ୍ଭାବନା..

ଏସସି, ଏସଟି ଛାତ୍ରଛାତ୍ରୀଙ୍କ ପାଇଁ ଆସିବ ‘ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା, ରାଜ୍ୟରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଡ୍ରପଆଉଟ୍ ସମସ୍ୟାକୁ ଦୂରେଇବା ପାଇଁ ମୋହନ ସରକାର ଏହି ପଦକ୍ଷେପ ଗ୍ରହଣ କରିଥିବା ସୂଚନା ଦେଇଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ..

ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ପଥରବନ୍ଧ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା.. ଟ୍ରକ୍‌କୁ ପଛରୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ୍.. ହେଲପର ମୃତ, ଡ୍ରାଇଭର ଗୁରୁତର..

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା.. ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ..

ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ.. ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଉତ୍ତର.. ଗତ ୫ ବର୍ଷରେ ଓଡ଼ିଶାରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ..

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ପଡୋଶୀ ତେଲେଙ୍ଗାନା ଭଦ୍ରାଦ୍ରିକୋଥାଗୁଡାମ ଜିଲ୍ଲା ଏବଂ କରକାଗୁଦାମ ଏବଂ ମୁଲଗୁ ଜିଲ୍ଲାର ପିନପାକା ବ୍ଲକ ଅନ୍ତର୍ଗତ ଜାନ୍ଦାଗୁଟା ଜଙ୍ଗଲରେ ସୁରକ୍ଷାକର୍ମୀ-ନକ୍ସଲ ଗୁଳି ବିନିମୟ.. ୬ ନକ୍ସଲ ନିହତ, ୨ ଯବାନ ଆହତ..

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories