www.samajalive.in
Saturday, December 6, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପୋଖରୀରେ ବୁଡ଼ି ୨ ନାବାଳକ ମୃତ.. ଗୋଳନ୍ଥରା ଥାନା ପଞ୍ଚମା ଗାଁରେ ଘଟିଛି ଦୁଃଖଦ ଘଟଣା..

ଦୀପାବଳିରେ ଦିଲ୍ଲୀରେ ବାଣଫୁଟା ବନ୍ଦ.. ନିଷେଧାଜ୍ଞା ଜାରି ରହିବ..

- Advertisement -

ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ନେଇ ପୌରାଞ୍ଚଳମାନଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ..

କାନପୁର-କାସଗଞ୍ଜ ରେଳ ପଥର ବରାଜପୁର-ଉତ୍ତରୀପୁରାରେ ସେଣ୍ଟ୍ରାଲ ପ୍ରୟାଗରାଜରୁ ଭିଓ୍ବାନୀ ଯାଉଥିବା କାଲିନ୍ଦୀ ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣା ଘଟାଇବାକୁ ଷଡ଼ଯନ୍ତ୍ର.. ୧୨ରୁ ଊର୍ଦ୍ଧ୍ବ ସନ୍ଦିଗ୍ଧ ଗିରଫ..

ହେବନି ଆପ୍-କଂଗ୍ରେସ ମେଣ୍ଟ.. ୨୦ଜଣିଆ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ଆପ୍..

ଲଗାଣ ବର୍ଷାରେ ମାଲକାନଗିରି ଓ କୋରାପୁଟ ଜିଲା ଅଧିକ ପ୍ରଭାବିତ.. କୋରାପୁଟ ଜିଲା ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉତ୍ପାଦନ ବନ୍ଦ.. ବନ୍ୟାଜଳ ପଶିବା ପରେ ବିଦ୍ୟୁତ ଉତ୍ପାଦନ ବନ୍ଦ କଲେ କର୍ତ୍ତୃପକ୍ଷ..

କଲକାତା ପୀଡ଼ିତାଙ୍କ ଫଟୋ ସମସ୍ତ ସାମାଜିକ ଗଣମାଧ୍ୟମରୁ ହଟାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ..

କାର୍ଯ୍ୟକୁ ନ ଫେରିଲେ କାର୍ଯ୍ୟାନୁଷ୍ଠାନ, ପଶ୍ଚିମବଙ୍ଗରେ ଧର୍ମଘଟ ଚଳାଇଥିବା ଡାକ୍ତରମାନଙ୍କୁ ଚେତାବନୀ ଦେଲେ ସୁପ୍ରିମକୋର୍ଟ.. ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗଦେବାକୁ ନିର୍ଦେଶ..

ଦେଶରେ ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହେବା ପରେ ସତର୍କତାମୂଳକ ପଦକ୍ଷେପ ନେବାକୁ ରାଜ୍ୟଗୁଡ଼ିକୁ ମାର୍ଗଦର୍ଶିକା ଜାରି କଲା ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ..

କଟକରେ ବନ୍ଦ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର.. କଟକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଥିଲେ ଅଧ୍ୟାପିକା..

ସମ୍ଭାବ୍ୟ ବନ୍ୟାର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ.. ସମସ୍ତ ଫିଲ୍ଡ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦେଶ.. ବଙ୍ଗୋପସାଗରରେ ଗଭୀର ଅବପାତ ଯୋଗୁଁଁ ପ୍ରଭାବରେ ଲଗାଣ ବର୍ଷା.. ବଡ଼ ବନ୍ୟାର ଆଶଙ୍କା ନାହିଁ କହିଲେ ସ୍ୱତନ୍ତ୍ର ରିଲିଫ କମିଶନର..

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories