www.samajalive.in
Sunday, November 16, 2025
15.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଚଣ୍ଡିଖୋଲ-ବିରୂପାରେ ବୁଡି ଜଣେ ମୃତ, ଜଣେ ନିଖୋଜ.. ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେସନ ଜାରି..

ରାହୁଲ ଗାନ୍ଧୀଙ୍କ ବାସଭବନ ଆଗରେ ବିଜେପିର ଶିଖ ନେତାଙ୍କ ବିକ୍ଷୋଭ..

- Advertisement -

କାଠୁଆରେ ଯବାନ-ଆତଙ୍କବାଦୀ ଗୁଳିବିନିମୟ.. ୨ ଆତଙ୍କବାତୀ ନିହତ, ଜଣେ ଆତଙ୍କୀ ଆହତ..

୬ ମାସର ବକେୟା ଦରମା ଦାବି.. ରାଜରାସ୍ତାରେ ଜୀବିକା ମିଶନ ଓ ମିଶନ ଶକ୍ତି ସଦସ୍ୟା..

ଭୂକମ୍ପ ଝଟକାରେ ଥରିଲା ଦିଲ୍ଲୀ-ଏନସିଆର, ପାକିସ୍ତାନରେ କେନ୍ଦ୍ର ସ୍ଥଳୀ..

ଆଜିଠୁ କମିବ ବର୍ଷା.. ପୁଣି ୧୩ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା.. ୧୫ ତାରିଖ ଯାଏଁ ପ୍ରବଳ ବର୍ଷିବ..

ଗୋମାତାଙ୍କ ସୁରକ୍ଷା ପାଇଁ ରାଜ୍ୟରେ ୨ ଶହ ଗୋଶାଳା କରିବେ ସରକାର.. ଗୃହରେ ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଘୋଷଣା.. ଗୋଶାଳାକୁ ପ୍ରୋତ୍ସାହନ ପାଇଁ ସରକାର ଋଣ ଦେଉଛନ୍ତି..

ଆଠଗଡ ଖୁଣ୍ଟୁଣୀ ଧୁରୁସିଆ ଗାଁରେ ଅଘଟଣ.. ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡରେ ଜଣେ ମୃତ.. ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଛୁରାମାଡ.. ଆଉ ଦୁଇ ଗୁରୁତର କଟକ ବଡ ମେଡିକାଲ ସ୍ଥାନାନ୍ତର.. ଗାଁରେ ଉତ୍ତେଜନା..

ଭୁବନେଶ୍ୱର ୟୁନିଟ୍‌-୮ ଓଏମସି କଲୋନୀରେ ବିଲ୍ଡିଂ ନିର୍ମାଣ ବେଳେ ଭାଙ୍ଗିଲା କ୍ରେନ୍‌, ଜଣେ ଆହତ..

୧୭ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ବିିଭିନ୍ନ କଲ୍ୟାଣକାରୀ ଯୋଜନାର କରିବେ ଶୁଭାରମ୍ଭ..

ବିଧାନସଭା ଶୂନ୍ୟକାଳରେ ବାଲିଯାତ୍ରା ପ୍ରସଙ୍ଗ ଉଠାଇଲେ କଟକ-ବାରବାଟି ବିଧାୟିକା ସୋଫିଆ ଫିର୍ଦ୍ଦୋସ.. କହିଲେ ବାଲିଯାତ୍ରାରେ ଦୋକାନ ନିଲାମ ପ୍ରକ୍ରିୟାକୁ ବନ୍ଦ କରାଯାଉ..

ଭିଜିଲାନ୍ସ ଜାଲରେ ଭଞ୍ଜନଗର ଜଳସମ୍ପଦ ବିଭାଗର ଜେଇ.. ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଜେଇ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଚଢାଉ.. ଭଞ୍ଜନଗର ଓ ବ୍ରହ୍ମପୁରର ମୋଟ ୯ଟି ସ୍ଥାନରେ ଚଢାଉ..

ରାୟଗଡା କାଶୀପୁର ଥାନା ଅଞ୍ଚଳରେ ଜଘନ୍ୟ ହତ୍ୟା.. ପ୍ରେମିକକୁ ଟାଙ୍ଗିଆରେ ହାଣି ହତ୍ୟା କଲା ପ୍ରେମିକାର ବାପା, ଅଭିଯୁକ୍ତ ଫେରାର୍..

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories