www.samajalive.in
Thursday, December 11, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଅକ୍ଟୋବର ୨୭ରେ ଓଏଏସ ପ୍ରିଲିମ୍‌ ପରୀକ୍ଷା.. ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ..

ଭୁବନେଶ୍ଵରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ନିଯୁକ୍ତି ମେଳା.. ୭ଟି ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀ ନିଯୁକ୍ତ..

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା.. ବିମାନବନ୍ଦରରୁ ଜନତା ମଇଦାନ ରାସ୍ତାରେ ହେବ ବ୍ୟାରିକେଡ୍.. ପୁଲିସ କମିଶନର ସଞ୍ଜୀବ ପଣ୍ଡାଙ୍କ ସୂଚନା..

ମହାରାଷ୍ଟ୍ର ରାସାୟନିକ କାରଖାନାରେ ନିଆଁ.. ୨ ମୃତ, ୪ ଗୁରୁତର..

୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ..

ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କୁ ଗିରଫ କଲା ଭିଜିଲାନ୍ସ..

ପ୍ୟାରିସ୍ ପାରାଲିମ୍ପିକ୍ସରେ ଇତିହାସ ରଚିଥିବା ପାରାଆଥ୍‌ଲେଟ୍‌ମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଆସନ୍ତା ୧୮ ତାରିଖରେ ଯାଞ୍ଚ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର..ରତ୍ନଭଣ୍ଡାର ଯାଞ୍ଚ କରିବ ଏଏସଆଇ..

ପୁଣି ଆସୁଛି ବଡ ବର୍ଷା, ସେପ୍ଟେମ୍ବର ୧୩ ଠାରୁ ୧୬ ତାରିଖ ଯାଏଁ ବର୍ଷା ସମ୍ଭାବନା, ବର୍ଷା ନେଇ କଳାହାଣ୍ଡି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି,୧୪ ଜିଲାକୁ ୟେଲୋ ଆଲର୍ଟ..

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ମିଳିବ ପୁନଃ ନିଯୁକ୍ତି.. କର୍ମଚାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ କରାଯିବ, ସେନେଇ ରାଜ୍ୟସରକାରଙ୍କ ପକ୍ଷରୁ ବିସ୍ତୃତ ଗାଇଡଲାଇନ ଜାରି..

ସିପିଆଇଏମ୍ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ପରଲୋକ.. ଅନେକ ଦିନ ହେବ ନିମୋନିଆରେ ପୀଡିତ ହୋଇ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ ସୀତାରାମ ୟେଚୁରୀ..

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ଵପୂର୍ଣ୍ଣ ବୈଠକ.. ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର..

ମୃତ ବାପାର ଝିଅ ପାଇବ ଚାକିରି, ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଝିଅଙ୍କୁ ମିଳିବି ଚାକିରି, ଅବିବାହିତ ଝିଅ କିମ୍ବା ସାବତ ଝିଅକୁ ମିଳିବ ନିଯୁକ୍ତି, ଥଇଥାନ ଯୋଜନାରେ ଏହି ଚାକିରି ଦିଆଯିବ..

ଅଗ୍ନିବୀରଙ୍କୁ ନେଇ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦% ସ୍ଥାନ ସଂରକ୍ଷଣକୁ ମିଳିଲା ମଞ୍ଜୁରୀ..

ସେହିପରି ଗୋପାଳପୁର ବନ୍ଦରକୁ ଆଦାନୀ ଗ୍ରୁପକୁ ହସ୍ତାନ୍ତର କରାଯିବା ନେଇ ବୈଠକରେ ନିଷ୍ପତ୍ତି.. ବନ୍ଦରର ୯୫ ପ୍ରତିଶତ ଅଂଶଧନ ଆଦାନୀ ଗ୍ରୁପ ଅଧିଗ୍ରହଣ କରିବ.. ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍ ହାତରେ ରହିବ ୫ ପ୍ରତିଶତ ଅଂଶଧନ..

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories