www.samajalive.in
Monday, December 8, 2025
20.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଭରତପୁର ଥାନା ମାମଲା.. ଆଗୁଆ ଜାମିନ ଆବେଦନ କଲେ ୫ ନିଲମ୍ବିତ ପୁଲିସ..

ଗିରଫ ହେଲା ରକ୍ତ ଦଲାଲ.. କଟକର ଏକ ଘରୋଇ ନର୍ସିଂହୋମରେ ଚିକିତ୍ସିତ ଜଣେ ରୋଗୀଙ୍କ ସଂପର୍କୀୟଙ୍କଠାରୁ ୫ ହଜାର ଟଙ୍କା ନେଇ ୬ ୟୁନିଟ ଭୁଲ ପ୍ଲାଟେଲେଟ୍ ଯୋଗାଇଥିବା ଅଭିଯୋଗରେ ଜଣେ ଦଲାଲକୁ ଗିରଫ କରିଛି ପୁଲିସ..

- Advertisement -

ତିରୁପତି ଲଡୁ ବିବାଦ:  ଭଗବାନଙ୍କୁ ରାଜନୀତିଠୁ ଦୂରେଇ ରଖାଯାଉ.. କହିଲେ ସୁପ୍ରିମକୋର୍ଟ..

ଦାୟିତ୍ବ ନେଲେ ନୂଆ ପୁଲିସ କମିଶନର.. ଭୁବନେଶ୍ଵର-କଟକ କମିଶନରେଟ ପୁଲିସର କମିଶନର ଭାବେ ଦାୟିତ୍ଵ ଗ୍ରହଣ କଲେ ବରିଷ୍ଠ ଆଇପିଏସ ଅଧିକାରୀ ସୁରେଶ ଦେବଦତ୍ତ ସିଂହ..

ଅକ୍ଟୋବର ୬ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା.. ୧୦ ଯାଏଁ ଲାଗି ରହିବ ବର୍ଷା..

ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ସମ୍ମାନ.. ଭାରତୀୟ ସିନେମାରେ ବିଶିଷ୍ଟ ଅବଦାନ ପାଇଁ ମିଳିବ ଏହି ସମ୍ମାନ..

ଖରାପ ମାନର ଛତୁଆକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଉଦ୍‌ବେଗ.. ଛତୁଆ ବଦଳରେ ଏବେ ମାଣ୍ଡିଆ ଦେବା ପାଇଁ ବିଭାଗ ଚିନ୍ତା କରୁଥିବା କହିଲେ..ସବୁଆଡେ ଛତୁଆ ନୁହେଁ ଆଞ୍ଚଳିକତା ଅନୁଯାୟୀ ପିଲାଙ୍କୁ ଖାଦ୍ୟ ଦିଆଯିବ..

 

 

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories