www.samajalive.in
Sunday, December 7, 2025
15.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ଉପାଧି ପ୍ରଦାନ..

ବୈଠକରେ ନିଷ୍ପତ୍ତି: ବାହାର ରାଜ୍ୟର ଚାଷୀ ଓଡ଼ିଶାରେ ବିକିପାରିବେନି ଧାନ.. ସୀମା ସିଲ କରାଯାଇ ଅନ୍ୟ ରାଜ୍ୟର ଚାଷୀ କେମିତି ଓଡ଼ିଶାକୁ ନ ଆସିବେ ସେଥିପାଇଁ ଯୋଜନା କରାଯିବ..

- Advertisement -

ବାଲିଯାତ୍ରା ପାଇଁ ପ୍ଲଟ୍ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ..

ଓ୍ବାୟନାଡ୍ ଲୋକସଭା ଆସନ ପାଇଁ ନଭେମ୍ବର ୧୩ରେ ଉପନିର୍ବାଚନ.. ରାହୁଲ ଛାଡ଼ିବା ପରେ ଖାଲି ପଡ଼ିଥିଲା ଆସନ..

ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କଲେ ଭାରତୀୟ ନିର୍ବାଚନ ଆୟୋଗ.. ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ଭୋଟ୍‌ ଗ୍ରହଣ, ନଭେମ୍ବର ୨୩ରେ ଭୋଟ୍‌ ଗଣତି.. ଝାଡ଼ଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ମତଦାନ.. ନଭେମ୍ବର ୧୩ ଓ ନଭେମ୍ବର ୨୦ରେ ଝାଡ଼ଖଣ୍ଡରେ ଭୋଟିଂ.. ନଭେମ୍ବର ୨୩ରେ ଫଳାଫଳ..

କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଟାସ୍କଫୋର୍ସ ଗଠନ.. ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ.. ୨ଟି ସ୍ଥାନ ନିରୂପଣ ପାଇଁ ନିର୍ଦ୍ଦେଶ.. ସୂଚନା ଦେଲେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ..

ରାଜ୍ୟରେ ଶିଳ୍ପାୟନ ଲାଗି ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ.. ୧୮ ଓ ୧୯ରେ ମୁମ୍ବାଇରେ ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ..ମୁଖ୍ୟମନ୍ତ୍ରୀଙ୍କ ମୁମ୍ବାଇ ଗସ୍ତ କାର୍ଯ୍ୟକ୍ରମ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କ ସୂଚନା..

ମହାରାଷ୍ଟ୍ରରେ ବାବା ସିଦ୍ଦିକିଙ୍କ ହତ୍ୟା ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କୁ ମିଳିଲା ‘ୱାଇ ପ୍ଲସ୍’ ସୁରକ୍ଷା.. ଅନିର୍ଦ୍ଦିଷ୍ଟକାଳ ଯାଏଁ ସବୁ ଫିଲ୍ମ ଶୁଟିଂ, ମିଟିଂ ଓ ଟେଲିଭିଜନ୍ ଶୋ’ ବାତିଲ କଲେ ସଲମାନ୍..

ଆସନ୍ତାକାଲି ଜାମ୍ମୁ କାଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା, ଉପରାଜ୍ୟପାଳ ମନୋଜ ସିହ୍ନା ଆମନ୍ତ୍ରଣ କରିଥିବା ସୂଚନା..

ଗଞ୍ଜେଇ ସନ୍ଦେହରେ ଗାଡ଼ି ଯାଞ୍ଚ ବେଳେ ମିଳିଲା ବିପୁଳ ପରିମାଣର ରୁପା..କାର୍‌ ପଛ ସିଟ୍‌ରେ ଲୁଚାଇ ରଖାଯାଇଥିବା ରୁପା ଅଳଙ୍କାର ଜବତ..ବିଜୁ ଏକ୍ସପ୍ରେସ ୱେ ମଝିପାଲି ଟୋଲ୍‌ ଗେଟ୍‌ ନିକଟରୁ ଜବତ..

ସମ୍ପୂର୍ଣ୍ଣ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ପାଣିପାଗ କେନ୍ଦ୍ରର ସୂଚନା..

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାରେ ତଦନ୍ତ ତ୍ୱରାନ୍ୱିତ କରିବାକୁ ଜାତୀୟ ମହିଳା କମିଶନ ଓ ଦିଲ୍ଲୀ ମହିଳା କମିଶନଙ୍କୁ ଅନୁରୋଧ କଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories