www.samajalive.in
Saturday, December 6, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଓଏଏସସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର.. ଶୈଳେନ୍ଦ୍ର କୁମାର ଜେନା ହେଲେ ମିଶନ ଶକ୍ତି ଯୁଗ୍ମ ସଚିବ.. ମମତା ବାରିକ ହେଲେ ଓଡ଼ିଶା ଜୀବିକା ମିଶନ ଯୁଗ୍ମ ସଚିବ.. ବିନୋଦ କୁମାର ଜେନା ହେଲେ ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ.. ଗୋପୀନାଥ କୁଅଁରଙ୍କୁ ମହିଳା ଓ ଶିଶୁ ବିକାଶ ଯୁଗ୍ମ ସଚିବ ଦାୟିତ୍ବ.. ମନୋରଞ୍ଜନ ସାହୁ ହେଲେ ଭୁବନେଶ୍ବର ଉପଜିଲାପାଳ..

ମହାରାଷ୍ଟ୍ର ନିର୍ବାଚନ.. ଆସିଲା ବିଜେପିର ୩ୟ ତାଲିକା.. ଏଥିରେ ରହିଛି ମୋଟ ୨୫ ଜଣଙ୍କ ନାଁ.. ଏପର୍ଯ୍ୟନ୍ତ ମୋଟ ୧୪୬ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିସାରିଲାଣି ବିଜେପି ..

- Advertisement -

ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା.. ସୂଚନା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ..

ତିରୁପତି ଇସ୍କନ୍ ମନ୍ଦିରକୁ ବୋମା ଧମକ..

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା..ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା..

ପୁଣି ଦେଶରେ ଚମକିଲା ନବୀନଙ୍କ ଜନକଲ୍ୟାଣକାରୀ ଯୋଜନା.. ଜନ ପରିବହନରେ ନମ୍ବର ଓ୍ବାନ୍ ହେଲା ଓଡ଼ିଶା, ମିଳିଲା ପୁରସ୍କାର..

ରାଜଧାନୀ ଭୁବନେଶ୍ଵରରେ ୨୫ଟି ସ୍ଥାନରେ ଖୋଲିବ ଅସ୍ଥାୟୀ ବାଣ ଦୋକାନ.. ସୂଚନା ଦେଲେ ଭୁବନେଶ୍ୱର ଡିସିପି ପିନାକ ମିଶ୍ର.. ଦୋକାନରେ ୩୦୦ କେଜିରୁ ଅଧିକ ବାଣ ମନା..

ଜମ୍ମୁ-କାଶ୍ମୀରରେ ସେନା ଗାଡ଼ିକୁ ଗୁଳିମାଡ କରିଥିବା ୩ ଆତଙ୍କୀ ନିପାତ.. ଅଖନୁର ଅଞ୍ଚଳରେ ସେନା ଗାଡ଼ି ଉପରକୁ ଆଖିବୁଜା ଗୁଳି ମାଡ଼ କରିଥିଲେ ୩ ଆତଙ୍କବାଦୀ.. ପ୍ରତିଆକ୍ରମଣରେ ଗୁଳିମାଡ କରିଥିବା ୩ ଆତଙ୍କବାଦୀ ନିହତ..

ଅକ୍ଟୋବର ୨୯ ସକାଳ ଯାଏଁ ବିଜୁଳି, ଘଡଘଡି ସହ ବର୍ଷା ପାଇଁ କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, ଗଞ୍ଜାମକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି..

Hot this week

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

Related Articles

Popular Categories